ଦେଶର ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମଣ ସାମନ୍ୟା ହ୍ରାସ ପାଇଛି। ଜୁଲାଇ ୧୬ ତାରିଖ ସକାଳ ସୁଦ୍ଧା ଦେଶରେ ୧୪,୮୩୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ସଂକ୍ରମିତଙ୍କ ସଂଖ୍ୟା ଥିଲା ୧୬,୮୬୬। ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ଗତକାଲି ୪୧ ଥିବା ବେଳେ ଆଜି ୩୬ ରେକର୍ଡ ହୋଇଛି।ନୂଆ କରି ସୁସ୍ଥ ହୋଇଛନ୍ତି ୧୮,୧୫୯ ଜଣ। ଏବେ ବି ସକ୍ରିୟ ଅଛନ୍ତି ୧,୪୭,୫୧୨ ସଂକ୍ରମିତ। ଦୈନିକ ପଜିଟିଭ୍ ହାର ୩.୪୮% ବୋଲି ସୂଚନା ରହିଛି। ନୂତନ ୩୬ ମୃତକଙ୍କୁ ମିଶାଇ ଦେଶରେ ସମୁଦାୟ ମୃତକଙ୍କ ସଂଖ୍ୟା ୫୨୬,୧୧୦ରେ ପହଞ୍ଚିଛି। ଜାତୀୟ କରୋନା ସୁସ୍ଥ ହାର ରହିଛି ୯୮.୪୭ ପ୍ରତିଶତ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା