ବିଧାନସଭାର ପ୍ରଶ୍ନକାଳରେ କଂଗ୍ରେସ ସାଂସଦ ଅଧୀରରଂଜନ ଚୌଧୁରୀ ବିବାଦୀୟ ମନ୍ତବ୍ୟକୁ ନେଇ ଗୃହରେ ହଟ୍ଟଗୋଳ ସୃଷ୍ଟି ହୋଇଛି। କଂଗ୍ରେସ ସାଂସଦ ଅଧୀରରଂଜନ ଚୌଧୁରୀ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତ୍ନୀବୋଲି କହିଥିବାରୁ ଆଜି ବିଜେପି ସଦସ୍ୟମାନେ ଏହାକୁ ବିରୋଧ କରିଥିଲେ। ସେମାନେ ହାତରେ ପ୍ଲାକାର୍ଡ ଧରି ଗୃହରେ ହଙ୍ଗାମା କରିଥିଲେ।ଏହାଫଳରେ ପ୍ରଶ୍ନକାଳ ଚାଲି ପାରିଲାନି। ତାପରେ ବାଚସ୍ପତି ବିକ୍ରମକେଶରୀ ଆରୁଖ ଅପରାହ୍ଣ ୪ଟା ଯାଏ ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି। ସେପଟେ ଜାତୀୟସ୍ତରରେ ମଧ୍ୟ ଏଭଳି ବକ୍ତବ୍ୟକୁ ବିଜେପି ପକ୍ଷରୁ ତୀବ୍ର ନିନ୍ଦା କରାଯାଇଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post