ରାଜ୍ୟସଭାରେ ବିଜେଡି ନେତା ହେଲେ ସାଂସଦ ଡ. ସସ୍ମିତ ପାତ୍ର । ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ସେହିପରି ରାଜ୍ୟସଭା ସାଂସଦ ସୁଲତା ଦେଓଙ୍କୁ ରାଜ୍ୟସଭାରେ ବିଜେଡି ମୁଖ୍ୟ ସଚେତକ ଭାବେ ନିଯୁକ୍ତି ଦିଆଯାଇଛି ।ଉଭୟଙ୍କୁ ନବୀନ ନିଯୁକ୍ତି ଦେଇଥିବା ନେଇ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏକ ପ୍ରେସ୍ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି । ସସ୍ମିତଙ୍କ ନିଯୁକ୍ତି ପରେ ରାଜ୍ୟ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ସମେତ ଅନ୍ୟ ବରିଷ୍ଠ ନେତାମାନେ ଅଭିନନ୍ଦନ ଜଣାଇଛନ୍ତି ।
Trending
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Next Post