ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ମହିଳା ହକିରେ ଭାରତ ବିଜୟରୁ ଅଭିଯାନ ଆରମ୍ଭ କରିଛି । ଘାନା ବିପକ୍ଷରେ ପ୍ରଥମ ମ୍ୟାଚ୍ରେ ୫-୦ ଗୋଲରେ ବିଜୟୀ ହୋଇଛି । ଗୁରଜିତ କୌର ଡବଲ୍ ଗୋଲ୍ ଦେଇ ଦଳ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ । ଭାରତ ପରବର୍ତ୍ତୀ ମ୍ୟାଚ୍ରେ ୱେଲ୍ସକୁ ଭେଟିବ ।୩ ଓ ୩୪ ମିନିଟ୍ରେ ଗୁରଜିତ ୨ଟି ଗୋଲ୍ ଦେଇଥିଲେ । ସେହିପରି ୨୮ ମିନିଟରେ ନେହା ଗୋୟାଲ, ୩୬ ମିନିଟରେ ସଙ୍ଗୀତା କୁମାରୀ ଓ ୫୬ ମିନିଟରେ ସଲିମା ଟେଟେ ଗୋଲ୍ ସ୍କୋର କରିଥିଲେ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post