ରାଜ୍ୟରେ ମଙ୍କିପକ୍ସ ସ୍ଥିତି ନେଇ ଅପରାହ୍ନ ୪.୩୦ରେ ବସିବ ଉଚ୍ଚସ୍ତରୀୟ ବୈଠକ। ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ। ଏହି ବୈଠକରେ ସ୍ୱାସ୍ଥ୍ୟ ସଚିବ ନିକୁଞ୍ଜ ଧଳ,ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର, ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର, ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଓ ଡ଼ିଏମଇଟି ଉପସ୍ଥିତ ରହିବେ। ବିଭିନ୍ନ ରାଜ୍ୟରୁ ମଙ୍କିପକ୍ସର ସନ୍ଦିଗ୍ଧ ଚିହ୍ନଟ ପରେ ରାଜ୍ୟ ଏହାର ମୁକାବିଲା ପାଇଁ ପ୍ରସ୍ତୁତ କରିବ ବ୍ଲୁପ୍ରିଣ୍ଟ। ତେବେ ପୂର୍ବରୁ ମଙ୍କିପକ୍ସକୁ ନେଇ ସ୍ୱାସ୍ଥ୍ୟ ବିଭାଗ ଗାଇଡ଼ ଲାଇନ ଜାରି କରିସାରିଛି ।
Trending
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭାରତ ଗସ୍ତରେ ଆସିବେ ଆମେରିକା ଉପରାଷ୍ଟ୍ରପତି
- ଭାଷା ବିଭାଜନର କାରଣ ହେବା ଉଚିତ ନୁହେଁ
- ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି
Prev Post