ମାସର ଶେଷ ରବିବାରରେ ସାରା ଦେଶ ବାସୀଙ୍କୁ ‘ମନ କି ବାତ୍’ କାର୍ଯ୍ୟକ୍ରମ ମାଧ୍ୟମରେ ସମ୍ବାଧନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଆଗକୁ ସ୍ୱାଧୀନତା ଦିବସ ଥିବାରୁ ଆଜିର ଏହି କାର୍ଯ୍ୟକ୍ରମ ଗୁରୁତ୍ୱପୂର୍ଣ୍ଣ ।୯୧ ତମ ଏପିସୋଡରେ ଦେଶବାସୀଙ୍କୁ ବାର୍ତ୍ତା ଦେଇଛନ୍ତି ଯେ, ଏଥର ମନ କି ବାତ୍ ସବୁଠୁ ଗୁରୁତ୍ୱୂପର୍ଣ୍ଣ । ଏହାର କାରଣ ହେଉଛି ସ୍ୱାଧୀନତା ଦିବସ । ଦେଶ ୭୫ ତମ ସ୍ୱାଧୀନତା ଦିବସ ପାଳନ କରିବାକୁ ଯାଉଥିବାବେଳେ ସାରା ଦେଶ ଏକ ଅଦ୍ଭୁତ ଓ ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହେବାକୁ ଯାଉଛି’ ।ସହିଦ ଉଦ୍ଧମ ସିଂହଙ୍କୁ ଶ୍ରଦ୍ଧାଂଜଳି ଦେବା ପରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ‘ଅଗଷ୍ଟ ୧୩ ରୁ ୧୫ ତାରିଖ ଯାଏଁ ଦେଶବ୍ୟାପୀ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ ହେବ ।ଏହି ୩ ଦିନ ‘ହର ଘର ତ୍ରିରଙ୍ଗା’ ଆୟୋଜିତ ହେବ । ସାରା ଦେଶବାସୀ ଏହି ଦିନ ନିଜ ନିଜ ଘର ଉପରେ ଜାତୀୟ ପତାକାକୁ ଉଡାଇବାକୁ ଅପିଲ କରିଛନ୍ତି ମୋଦୀ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post