ଭୁବନେଶ୍ୱରରେ ହେବ ମଙ୍କିପକ୍ସ ନମୁନା ପରୀକ୍ଷା । ଏନେଇ ସୂଚନା ଦେଇଛନ୍ତି ଆରଏମଆରସି ନିର୍ଦ୍ଦେଶିକା ଡାକ୍ତର ସଂଘମିତ୍ରା ପତି । ଆରଏମ୍ଆରସିରେ ନମୁନା ପରୀକ୍ଷା ପାଇଁ ସମସ୍ତ ପ୍ରକାର ଭିତ୍ତିଭୂମି ପ୍ରସ୍ତୁତ ରହିଛି । ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜିରୁ କେବଳ କିଟ୍ ଅଣାଯାଇ ପରୀକ୍ଷା କରାଯିବ ।ନମୁନା ପରୀକ୍ଷା ଅନୁମତି ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟକୁ ଚିଠି ଲେଖାଯାଇଛି । ଚଳିତ ମାସ ଭୁବନେଶ୍ୱରରେ ମଙ୍କିପକ୍ସ ଟେଷ୍ଟିଂ ଆରମ୍ଭ ହୋଇପାରେ ବୋଲି ଜଣାପଡ଼ିଛି । ଓଡ଼ିଶାରେ ଏଯାଏଁ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି । ବିଦେଶ ଫେରନ୍ତାଙ୍କ ତାଲିକା କେନ୍ଦ୍ରକୁ ମଗାଯାଇଛି । ଜିଲ୍ଲାସ୍ତରରେ ଲୋକଙ୍କୁ ସଚେତନ କରାଯାଉଛି । ସ୍ୱାସ୍ଥ୍ୟ ବିଭାଗ ଖୁବ୍ ଶୀଘ୍ର ମଙ୍କିପକ୍ସ ନେଇ ଏସଓପି ଜାରି କରିବ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ