ଦିଲ୍ଲୀ ଗସ୍ତରେ ଯିବେ ୨୬ ଜଣ ବିଧାୟକ । ଓଡ଼ିଶା ବିଧାନସଭା ପକ୍ଷରୁ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇବାକୁ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ୨୬ ଜଣ ବିଧାୟକ ଦିଲ୍ଲୀ ଗସ୍ତରେ ଯିବେ । ୩ ତାରିଖରେ ରାଷ୍ଟ୍ରପତିଙ୍କୁ ଭେଟି ୪ ତାରିଖରେ ଭୁବନେଶ୍ୱର ଫେରିଆସିବାର କାର୍ଯ୍ୟକ୍ରମ ରହିଛି । ବିଜେଡିର ୧୫ ଜଣ ବିଧାୟକ, କଂଗ୍ରେସର ୩, ବିଜେପିର ୬ ଏବଂ ସିପିଆଇର ଜଣେ ବିଧାୟକ ଏହି ଗସ୍ତରେ ସାମିଲ ହେବେ ।ବିଧାନସଭା ସଚିବାଳୟ ପକ୍ଷରୁ ବିଧାୟକମାନଙ୍କର ଗସ୍ତ ଖର୍ଚ୍ଚ ବହନ କରାଯିବ । ଗତକାଲି ଠାରୁ ଶେଷ ହୋଇଛି ବିଧାନସଭାର ବଜେଟ୍ ଅଧିବେସନ ।
Trending
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
Next Post