ସିନ୍ଦୂରର ଅନେକ ଆଧ୍ୟାତ୍ମିକ ମହତ୍ତ୍ୱ ରହିଛି।ବିବାହିତ ନାରୀମାନଙ୍କ ପାଇଁ ଶଙ୍ଖା ଓ ସିନ୍ଦୂର ବିଶେଷ ମହତ୍ତ୍ୱ ରଖିଥାଏ। ମଥାରେ ସିନ୍ଦୂର ଲଗାଇବା ବେଳେ ବିଭିନ୍ନ ଦିଗ ପ୍ରତି ଧ୍ୟାନ ଦେବା ଉଚିତ। ଶାସ୍ତ୍ର ଅନୁସାରେ ଠିକ ରୂପେ ସିନ୍ଦୂର ନ ଲଗାଇବା ଦ୍ୱାରା ସ୍ୱାମୀଙ୍କ ଉପରେ ଖରାପ ପ୍ରଭାବ ପଡିଥାଏ। ସିନ୍ଦୂର ପିନ୍ଧିବା ଦ୍ୱାରା ଜଣେ ନାରୀ ଅଖଣ୍ଡ ସୌଭାଗ୍ୟବତୀ ହୋଇଥାଏ।ମଥାରେ ସିନ୍ଦୂର ଲଗାଇବା ଦ୍ୱାରା ମା’ ଲକ୍ଷ୍ମୀଙ୍କ କୃପା ଆପଣଙ୍କ ଉପରେ ରହିବା ସହ ସ୍ୱାମୀଙ୍କ ଆୟୂଷ ବୃଦ୍ଧି ହୋଇଥାଏ। ସ୍ୱାମୀଙ୍କ ରୋଜଗାରରେ ମଧ୍ୟ ବୃଦ୍ଧି ହୋଇଥାଏ।ସିନ୍ଦୂର ଲଗାଇବା ବେଳେ ପଶ୍ଚିମ ଦିଗକୁ ମୁହଁ କରି ଅନାମିକା ଆଙ୍ଗୁଠିରେ ଲଗାଇବା ଦ୍ୱାରା ଅର୍ଥ ଓ ସୁଖଶାନ୍ତି ପ୍ରାପ୍ତି ହୋଇଥାଏ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post