ପାରିବାରିକ ଜୀବନ ସୁଖମୟ ହେବ

ମେଷ: ଅଫିସରେ ଧୈର୍ଯ୍ୟଧରି କାମ କରନ୍ତୁ ଲାଭପ୍ରଦ ହେବ। ରାଜନୀତିରେ ଆପଣଙ୍କୁ ପଦ ପ୍ରତିଷ୍ଠା ମିଳିବ। ବ୍ୟବସାୟରେ ବକେୟା ଅର୍ଥ ପାଇବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ। ପାରିବାରିକ ଜୀବନ ସୁଖମୟ ହେବ

ମିଥୁନ: ଯେଉଁ କାମ ଆପଣଙ୍କ ଲାଗି ବିଶେଷ ତାକୁ ପ୍ରଥମେ କରିବାକୁ ଚେଷ୍ଟା କରନ୍ତୁ। କବିମାନଙ୍କ ଲାଗି ଦିନଟି ମହତ୍ବପୂର୍ଣ୍ଣ ରହିବ। ବିବାହିତ ନିଜ ସାଥୀର ଭାବନାକୁ ବୁଝନ୍ତୁ। ପାରିବାରିକ ଜୀବନ ସୁଖମୟ ହେବ

କର୍କଟ: ସବୁ କାମ ସହଜରେ ପୂରା କରିପାରିବେ। ରାଜନୀତି କାର୍ଯ୍ୟରେ ରୁଚି ବଢ଼ିବ। ବେକାରଙ୍କୁ ରୋଜଗାରର ଭଲ ଅବସର ମିଳିବ। ବନ୍ଧୁମାନଙ୍କ ସହିତ ମିଳାମିଶା ବଢ଼ିବ।

ସିଂହ: ନୂଆ ମୁକାମ ହାସଲ କରିବେ। ଅନ୍ୟମାନଙ୍କ ସହିତ ବ୍ୟବହାର ମଧୁର ରଖନ୍ତୁ। ସରକାରୀ ଚାକିରିଆଙ୍କ ଲାଗି ଦିନଟି ଭଲ। ପାରିବାରିକ ଜୀବନ ସୁଖମୟ ହେବ। ଛାତ୍ର କିଛି ନୂଆ ଶିଖିବେ।

କନ୍ୟା: ଦିନଟି ବ୍ୟସ୍ତତାରେ କଟିବ। ସମସ୍ତଙ୍କୁ ସାଥୀରେ ନେଇ ଆଗକୁ ବଢ଼ିବେ। ଖର୍ଚ୍ଚ କମ କରିବାକୁ ଚେଷ୍ଟା କରନ୍ତୁ। ମକଦ୍ଦମାରେ ସଫଳତା ପାଇବେ। ଜୀବନସାଥୀର ପ୍ରେମ ଓ ସୁଖ ପାଇବେ।

ତୁଳା: ନିଜକୁ ସୁସ୍ଥ ସବଳ ଅନୁଭବ କରିବେ। ନୂଆ ଚାକିରିର ସୁଯୋଗ ଆସିବ। ବିବାହିତ ନିଜର ଜୀବନସାଥୀ ଉପରେ ଭରସା ବଜାୟ ରଖନ୍ତୁ। ଛାତ୍ରଛାତ୍ରୀ ପରୀକ୍ଷାରେ ଭଲ ପରିଣାମ ପାଇବେ।

ବିଛା: ଯେତେ ସକାରାତ୍ମକ ଭାବିବେ ସେତେ ସଫଳ ରହିବେ। କାର୍ଯ୍ୟକ୍ଷେତ୍ରରେ କିଛି ନୂଆ ଶିଖିବେ। ଜମି ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ହେବ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ପାରିବାରିକ ଜୀବନ ସୁଖମୟ ହେବ

ଧନୁ: ଧ୍ୟାନ ଧାର୍ମିକ କାର୍ଯ୍ୟରେ ଲାଗି ରହିବ। କଳାକ୍ଷେତ୍ରରେ ଥିବା ଲୋକଙ୍କର ସମାଜରେ ମାନ ସମ୍ମାନ ବଢ଼ିବ। ବେପାରରେ ଲାଭ ପାଇବେ। ଜୀବନସାଥୀ ସହିତ ଜିନିଷ କିଣିବା ଲାଗି ସହରକୁ ଯିବେ।

ମକର: ଆପଣଙ୍କ ଚେଷ୍ଟାରେ ସକାରାତ୍ମକ ଫଳ ପାଇବେ। ପରିବାରରେ ଖୁସିର ପରିବେଶ ରହିବ। ସାମାଜିକ କାର୍ଯ୍ୟରେ ଭାଗ ନେଇ ପାରନ୍ତି। ପ୍ରିୟଜନଙ୍କୁ ମନର କଥା କହିବେ। ପାରିବାରିକ ଜୀବନ ସୁଖମୟ ହେବ

କୁମ୍ଭ: ଆପଣଙ୍କ ସମ୍ମୁଖକୁ କିଛି ଭଲ ସୁଯୋଗ ଆସିବ। ପର୍ଯ୍ୟଟନ କ୍ଷେତ୍ରରେ କାମ କରୁଥିବା ଲୋକଙ୍କ ଲାଗି ଦିନଟି ଭଲ। ପ୍ରିୟତମଙ୍କ ସହ ସମ୍ବନ୍ଧ ମଜଭୁତ ହେବ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମୀନ: ସବୁ ସମସ୍ୟା ଦୂର ହେବ। ବ୍ୟବସାୟ ବଢ଼ାଇବା ପାଇଁ ନୂଆ ଯୋଜନା ଲାଗୁ କରିବେ। ସାଙ୍ଗ ମେଳରେ ଆପଣଙ୍କର ଛବି ସୁନ୍ଦର ରହିବ। ଜୀବନସାଥୀ ସହିତ ସମ୍ବନ୍ଧ ମଜଭୁତ ହେବ।