ଦୁଇଟି ରାଶିର ବ୍ୟକ୍ତି ଆଜି ପାଇବେ ଶୁଭ ଫଳ
ଦୁଇଟି ରାଶିର ବ୍ୟକ୍ତି ଆଜି ପାଇବେ ଶୁଭ ଫଳ । ଏହି ଦୁଇଟି ରାଶି ବିଷୟରେ ଆସନ୍ତୁ ଜାଣିବା
ମେଷ: ଆପଣ ଅତ୍ୟଧିକ ଆତ୍ମବିଶ୍ୱାସ ଅନୁଭବ କରିବେ। କ୍ୟାରିୟରର ଠିକ୍ ଦିଶାରେ ଅଗ୍ରସର ହେବେ। ପ୍ରସିଦ୍ଧି ଓ ପ୍ରଶଂସା ମିଳିବା ଯୋଗ ରହିଛି। ଛାତ୍ରଛାତ୍ରୀମାନେ ସାମାନ୍ୟ ପରିଶ୍ରମରୁ ଯଥେଷ୍ଟ ଶୁଭଫଳ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ସନ୍ତୋଷୀ ମାତା।
ବୃଷ: ଯେଉଁ କାମ ହାତକୁ ନେବେ ସଂପୂର୍ଣ୍ଣ କରି ରହିବେ। ବୈଦେଶିକ ବେପାର ସମ୍ବନ୍ଧିତ ଭଲ ଖବର ପାଇବେ। ଚାକିରିରେ ନିଜର ସୁରକ୍ଷା ଓ ପ୍ରତିପତ୍ତି ବଜାୟ ରହିବା ପାଇଁ ଆପଣଙ୍କୁ ମାର୍ଗ ତିଆରି କରିବାକୁ ହେବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ କୀଚକେଶ୍ୱରୀ।