ଡିଏନ୍‌ ଗ୍ରୁପ୍ ମୁଖ୍ୟ ଜଗଦୀଶ ନାୟକଙ୍କୁ ଆୟକର ଟିମ୍‌ର ପଚରାଉଚରା

ଭୁବନେଶ୍ବର: ଡିଏନ୍‌ ଗ୍ରୁପ୍ ମୁଖ୍ୟ ଜଗଦୀଶ ନାୟକଙ୍କୁ ଆୟକର ଟିମ୍‌ର ପଚରାଉଚରା କରୁଛି । ଗତ ଚାରି ଦିନ ଧରି ଚାଲିଛି ଡିଏନ ଗ୍ରୁପ ଉପରେ ଆୟକର ବିଭାଗର ଚଢ଼ାଉ ।  ଆଇଆର୍‌ସି ଭିଲେଜ ମୁଖ୍ୟ କାର୍ଯ୍ୟାଳୟରେ ଚାଲିଛି ପଚରାଉଚରା । ଚତୁର୍ଥ ଦିନରେ ଆୟକର ଟିମ୍‌ର ରେଡ୍‌ ବେଳେ ପଚରାଉଚରା କରାଯାଉଛି…

ବାହାନଗା ରେଳ ଦୁର୍ଘଟଣା ମାମଲା ୫ ଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ

ଭୁବେନଶ୍ବର: ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣାରେ ସିବିଆଇ ତନାଘନା ଜାରି ରଖି  ଗିରଫ ୩ ଅଭିଯୁକ୍ତଙ୍କୁ ଜେରା କରୁଛି  । ଚନ୍ଦକା ଥାନାରେ ସିବିଆଇର ୫ ଜଣିଆ ଟିମ୍ ପଚରାଉଚରା କରୁଛନ୍ତି । ୫ ଦିନିଆ ରିମାଣ୍ଡରେ ଅଛନ୍ତି ୩ ଅଭିଯୁକ୍ତ ।  ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ…

ପଶ୍ଚିମବଙ୍ଗ ଭୋଟ: ୫ କୋଟି ୬୭ ଲକ୍ଷରୁ ଅଧିକ ଭୋଟର ଦେବେ ଭୋଟ

କୋଲକାତା: ପଶ୍ଚିମବଙ୍ଗରେ ଚାଲିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ତେବେ ଏଥର ନିର୍ବାଚନରେ ହିଂସାକୁନେଇ ରାଜନୀତି ଚାଲିଛି । ନିର୍ବାଚନ ଦିନ 7ଜଣଙ୍କ ଜୀବନ ଯାଇଛି । କେନ୍ଦ୍ରୀୟ ସୁରକ୍ଷାବଳ ନିୟୋଜିତ ହୋଇଥିଲେ ମଧ୍ୟ ହିଂସା କମିନାହିଁ । ସେପଟେ ଆଜି ଭୋଟ ଦେଉଛନ୍ତି ୫ କୋଟି ୬୭ ଲକ୍ଷରୁ…

ମନୀଷ ସିସୋଦିଆଙ୍କ ବ୍ୟାଙ୍କ ଆକାଉଣ୍ଟ ସିଜ

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଓ ଅନ୍ୟ ଅଭିଯୁକ୍ତଙ୍କର ୫୨ କୋଟି ଟଙ୍କାର ସମ୍ପତ୍ତି ସିଜ୍‌ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ପୂର୍ବରୁ ଦିଲ୍ଲୀ ହାଇକୋର୍ଟ ମନୀଷ ସିସୋଦିଆକୁ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଜାମିନ ଦେବାକୁ ମନା କରିଦେଇଥିଲେ…

ସାମାନ୍ୟ ଭିଜିବ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା

ଭୁବନେଶ୍ବର: ଆଜି ପାଞ୍ଚ ଜିଲ୍ଲାରେ ପ୍ରବଳ ବର୍ଷା । ସାମାନ୍ୟ ଭିଜିବ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା । ରାଜ୍ୟରେ ସକ୍ରିୟ ରହିଛି ନିମ୍ନ ମୌସୁମୀ ଚାପରେଖା । ରାଜସ୍ଥାନରୁ ବାହାରି ବାଲେଶ୍ବର ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି । ଏହାସହ ପଶ୍ଚିମବଙ୍ଗ ଓ ଉତ୍ତର…

କ୍ରୀଡା ଓ ଯୁବସେବା ବିଭାଗର ଅଗ୍ରଗତି ସମ୍ପର୍କରେ ସମୀକ୍ଷା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରୀଡା ଓ ଯୁବସେବା ବିଭାଗର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି, ୨୦୧୮ ଓ ୨୦୨୩ରେ ଏଫ୍‌‌ଆଇଏଚ୍‌‌ ହକି ବିଶ୍ୱକପ୍‌‌ର କ୍ରମାଗତ ସଂସ୍କରଣ ସଫଳତାର ସହ ଆୟୋଜନ କରି ହକିର ବିଶ୍ୱସ୍ତରୀୟ…

ରାୟପୁର – ଖରିଆର ରୋଡ ରେଳ ଲାଇନ ଦୋହରୀକରଣକୁ ପ୍ରଧାନମନ୍ତ୍ରୀ କଲେ ଉତ୍ସର୍ଗ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ  ଛତିଶଗଡର ରାୟପୁରରେ ପ୍ରାୟ ୭୫୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ସେ ପ୍ରାୟ ୬୪୦୦ କୋଟି ଟଙ୍କା ମୂଲ୍ୟର ୫ ଟି ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର…

ଗୀତା ପ୍ରେସ୍ କେବଳ ପ୍ରିଣ୍ଟିଂ ପ୍ରେସ୍ ନୁହେଁ ବରଂ ଜୀବନ୍ତ ବିଶ୍ୱାସ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ  ଉତ୍ତରପ୍ରଦେଶର ଗୋରଖପୁରରେ ଐତିହାସିକ ଗୀତା ପ୍ରେସର ଶତବାର୍ଷିକୀ ପାଳନର ଉଦ୍‍ଯାପନୀ ସମାରୋହକୁ ସମ୍ବୋଧିତ କରି ଚିତ୍ରମାୟା ଶିବ ପୁରାଣ ଗ୍ରନ୍ଥକୁ ଉନ୍ମୋଚନ କରିଛନ୍ତି । ପ୍ରଧାନମନ୍ତ୍ରୀ ଗୀତା ପ୍ରେସରେ ଲୀଳା ଚିତ୍ର ମନ୍ଦିର ପରିଦର୍ଶନ କରି ଭଗବାନ…

ଏମ୍‌ସିଏଲ୍ ୨୦୨୨-୨୩ ରେ ୧୯୩ ମିଲିୟନ୍ ଟନ୍ କୋଇଲା ଉତ୍ପାଦନ କରିଛି

ମହାନଦୀ କୋଲଫିଲ୍ଡସ୍ ଲିମିଟେଡ୍ (ଏମ୍‌ସିଏଲ୍‌) ୨୦୨୬ ସୁଦ୍ଧା ଏହାର ୧୭,୦୦୦ କର୍ମଜୀବୀଙ୍କୁ ସୁରକ୍ଷା ଏବଂ ପରିଚାଳନା ତାଲିମ ପ୍ରଦାନ କରିବା ପାଇଁ ଭର୍ଚୁଆଲ୍ ରିଅଲିଟି ଅର୍ଥାତ୍ (ଭିଆର୍‌) ଆଧାରିତ ସାମର୍ଥ୍ୟ ବିକାଶ କାର୍ଯ୍ୟକ୍ରମ ପ୍ରବର୍ତ୍ତନ କରିଛି । କମ୍ପାନୀ କୋଇଲା ଖଣି ମାଲିକଙ୍କ…

ଗୋରଖପୁର ରେଳ ଷ୍ଟେସନରୁ ପ୍ରଧାନମନ୍ତ୍ରୀ ଦୁଇଟି ବନ୍ଦେ ଭାରତ ଟ୍ରେନକୁ ଶୁଭାରମ୍ଭ କଲେ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ  ଉତ୍ତରପ୍ରଦେଶର ଗୋରଖପୁର ରେଳ ଷ୍ଟେସନରୁ ଦୁଇଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଦୁଇଟି ବନ୍ଦେ ଭାରତ ଟ୍ରେନ୍ ହେଉଛି ଗୋରଖପୁର - ଲକ୍ଷ୍ନୌ ବନ୍ଦେ ଭାରତ ଏକ୍ସପ୍ରେସ ଏବଂ ଯୋଧପୁର - ଅହମ୍ମଦାବାଦ (ସାବରମତୀ)…