ରିଲେ ରୁମ୍ ଷ୍ଟାଫଙ୍କ ତ୍ରୁଟି ଦୁର୍ଘଟଣାର ବଡ଼ କାରଣ

ବାହାନଗା : ରେଲଓ୍ବେ ସେଫ୍ଟି କମିଶନଙ୍କ ରିପୋର୍ଟରୁ ମିଳିଛି ସାଂଘାତିକ ତଥ୍ୟ । ରିଲେ ରୁମ୍ ଷ୍ଟାଫଙ୍କ ତ୍ରୁଟି ଦୁର୍ଘଟଣାର ବଡ଼ କାରଣ ବୋଲି ରିପୋର୍ଟରୁ ଜଣାପଡିଛି । ସିଗନାଲ ଓ ଟେଲି କମ୍ୟୁନିକେସନ ବିଭାଗର ତ୍ରୁଟି ଥିବା ରିପୋର୍ଟରେ ଉଲ୍ଲେଖ ରହିଛି । ତେବେ ଟ୍ରେନ୍ ଦୁର୍ଘଟଣାର ସିବିଆଇ…

ଓଡିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ପଦ ଛାଡିଲେ ସୁବ୍ରତ ବାଗଚି : ନୂଆ ଅଧ୍ୟକ୍ଷ ହେଲେ ଅଳକା ମିଶ୍ର

ଓଡିଶା ଦକ୍ଷତା ବିକାଶ ପରିଷଦର  ଅଧ୍ୟକ୍ଷ ପଦ ଛାଡିଛନ୍ତି ସୁବ୍ରତ ବାଗଚି । ବାଗଚୀଙ୍କ ପରେ ୱାର୍ଲ୍ଡ ସ୍କିଲ୍ ସେଣ୍ଟରର ସିଇଓ ହୋଇଛନ୍ତି ଅଳକା ମିଶ୍ର । ସୁବ୍ରତ ବାଗ୍‌ଚୀ ନିଜ ପଦବିରୁ ଇସ୍ତଫା ଦେଲା ପରେ ରାଜ୍ୟ ସରକାର ପୂର୍ବତନ ଆଇଆରପିଏସ୍ ଅଫିସର ଅଳକା ଅରୋରା ମିଶ୍ରଙ୍କୁ ଓଡ଼ିଶା ଦକ୍ଷତା…

ଆଜି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ନୀତି

ପୁରୀ:  ଆଜି ମହାପ୍ରଭୁଙ୍କ ନୀଳାଦ୍ରିବିଜେ ନୀତି । ଦ୍ବିପ୍ରହର ଧୂପ ନୀତି ପରେ ଗୋଟି ପହଣ୍ଡିରେ ରତ୍ନ ସିଂହାସନକୁ ବିଜେ କରିବେ ମହାପ୍ରଭୁ । ମାଆ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବା ଉଦ୍ଦେଶ୍ୟରେ ରସଗୋଲା ଭୋଗ କରାଯିବାର ପରମ୍ପରା ରହିଛି । ଗତକାଲି ମହାପ୍ରଭୁଙ୍କ ଅଧରପଣାର ଦିବ୍ୟଲୀଳା ଦେଖିବା…

ନିଆଁ ଲାଗି ଜଳିଗଲେ ୨୫ ଯାତ୍ରୀ

ମୁମ୍ବାଇ: ମହାରାଷ୍ଟ୍ର ବୁଲଧାନାରେ  ବସ୍‌ରେ ନିଆଁ ଲାଗି ୨୫ ଜଣଙ୍କ ମୃତ୍ୟୁ ହୋଇଛି । ସମୃଦ୍ଧି ମହାମାର୍ଗ ଏକ୍ସପ୍ରେସଓ୍ବେରେ ବସ୍‌ରେ ହଠାତ ଲାଗିଥିଲା ନିଆଁ । ବସ୍‌ଟି ୩୩ ଜଣ ଯାତ୍ରୀଙ୍କୁ ନେଇ  ନାଗପୁରରୁ ମୁମ୍ବାଇ ଅଭିମୁଖେ ଯାଉଥିଲା ବେଳେ ଘଟିଥିଲା ଦୁର୍ଘଟଣା । ବସର ଡ୍ରାଇଭର ସୁରକ୍ଷିତ…

ଦିଲ୍ଲୀ ଅଧ୍ୟାଦେଶ ବିରୋଧରେ ସୁପ୍ରିମକୋର୍ଟ ଗଲା ଆପ୍‌

ନୂଆଦିଲ୍ଲୀ : ଦିଲ୍ଲୀର ଆପ୍‌ ସରକାର ଏବଂ କେନ୍ଦ୍ର ସରକାର ମୁହାଁମୁହିଁ ଅବସ୍ଥାରେ । କେନ୍ଦ୍ର ସରକାରଙ୍କ ନିଯୁକ୍ତି-ବଦଳି ସଂକ୍ରାନ୍ତ ଦିଲ୍ଲୀ ଅଧ୍ୟାଦେଶକୁ ନେଇ ଆପ ଏବେ ସୁପ୍ରିମକୋର୍ଟ ଯାଇଛି । ଦିଲ୍ଲୀ ଅଧ୍ୟାଦେଶକୁ ଆପ୍‌ ଅସାମ୍ବିଧାନିକ ଏବଂ ଏକଚାଟିଆ ବୋଲି କହିଛି। ଅରବିନ୍ଦ…

ଉମରକୋଟ ରାସ୍ତା ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ

ନବରଙ୍ଗପୁର:  ଝରିଗାଁ ଉମରକୋଟ ରାସ୍ତାରେ ସଡ଼କ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ତିନି ଲକ୍ଷ  ଟଙ୍କା ଅନୁକମ୍ପାମୂଳକ ସହାୟତା…

ପାରମ୍ପରିକ ୟୁରିଆ ସାର ଯୋଗାଇ ଦେବାକୁ କେନ୍ଦ୍ରକୁ ପ୍ରସ୍ତାବ

ଭୁବନେଶ୍ୱର: ରାଜ୍ୟକୁ ଆବଶ୍ୟକ ପରିମାଣର ପାରମ୍ପରିକ ୟୁରିଆ ସାର ମିଳୁନଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ସାର ଯୋଗାଇ ଦେବାକୁ କେନ୍ଦ୍ରକୁ ପ୍ରସ୍ତାବ ଦିଆଯାଇଛି । ନାନୋ ୟୁରିଆ ଟେକ୍ନୋଲୋଜି ବ୍ୟବହାର ନେଇ କେନ୍ଦ୍ର କୃଷିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟ କୃଷିମନ୍ତ୍ରୀ ଏହି…

ତିନି ଠାକୁରଙ୍କ ଅଧରନୀତି ସମ୍ପନ୍ନ ହେଲା

ପୁରୀ: ସମ୍ପନ୍ନ ହେଲା ଅଧରପଣା ନୀତି ।  ସନ୍ଧ୍ୟା ସମୟରେ ତିନି ରଥକୁ ଛାଉଣୀ ମଠ ସମ୍ମୁଖ କୂଅରୁ ପାଣି ବିଜେ କରାଯାଇଥିବା ବେଳେ ମହାପ୍ରଭୁଙ୍କ ଅଧର ପଣା ସୁଆର ସେବକମାନେ ପ୍ରସ୍ତୁତ କରିଥିଲେ । ତିନି ରଥରେ ଅଧର ଚୁମ୍ବିତ ହାଣ୍ଡିରେ କ୍ଷୀର, ଛେନା, ଛାଚି, ଯାଇଫଳ ଆଦି ବିଭିନ୍ନ ଦ୍ରବ୍ୟ ପକାଯାଇ…

ଏସିଏଫ୍‌ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ନାଁରେ NBW

ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡି ଏସିଏଫ ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ  ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା, DFO ସଂଗ୍ରାମ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ନାଁରେ NBW ଜାରି ହୋଇଛି। ୩ ଜଣଙ୍କ ନାଁରେ ୱାରେଣ୍ଟ ଜାରି କରିଛନ୍ତି ପାରଳାଖେମୁଣ୍ଡି SDJM କୋର୍ଟ। ଆସନ୍ତା…

ରତ୍ନଭଣ୍ଡାର ଖୋଲିବା ପାଇଁ ହାଇକୋର୍ଟରେ ଆବେଦନ

କଟକ: ରତ୍ନଭଣ୍ଡାର ଖୋଲିବା ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି ବିଜେପି ନେତା ସମୀର ମହାନ୍ତି ।  ରତ୍ନଭଣ୍ଡାର ଖୋଲି ତାର ସବିଶେଷ ତାଲିକା ପ୍ରସ୍ତୁତ କରିବା ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ପୂର୍ବତନ ବିଜେପି ସଭାପତି ସମୀର ମହାନ୍ତି  ରତ୍ନ ଭଣ୍ଡାର ଖୋଲିବା, ମରାମତି ଓ…