ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ

ଝାରସୁଗୁଡା : ଶେଷରେ ଝାରସୁଗୁଡ଼ା  ଉପନିର୍ବାଚନ ପାଇଁ ଦୀପାଳିଙ୍କୁ ପ୍ରାର୍ଥୀ କରିଛି ବିଜେଡି । ଯାହା ପୂର୍ବରୁ ଚର୍ଚା ହେଉଥିଲା ତାହା ହିଁ ହୋଇଛି ।  ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ମୁଖ୍ୟମନ୍ତ୍ରୀ ଟିକେଟ ଦେବାକୁ ଘୋଷଣା କରିଛନ୍ତି ।  ଦୀପାଳି ଦାସଙ୍କୁ…

ଭୁବନେଶ୍ୱର ଉପକଣ୍ଠ ଦୟାନଦୀରେ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର ଉପକଣ୍ଠ ଦୟାନଦୀରେ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ଟିମ୍ । ଉଦ୍ଧାର ପାଇଁ ସକାଳୁ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିଲା । ଅଗ୍ନିଶମ ବାହିନୀର ସ୍କୁବା ଡାଇଭରମାନେ ସ୍ୱତନ୍ତ୍ର ବୋଟ ଯୋଗେ ଆଜି ଖୋଜାଖୋଜି ଚଳାଇଥିଲା । କିଛି ସମୟ ପରେ ନଦୀର ଏକ ପାର୍ଶ୍ୱରୁ ଛାତ୍ରଙ୍କ…

ବିରଳ ରୋଗରେ ପୀଡ଼ିତ ଲୋକମାନଙ୍କ କଲ୍ୟାଣ ନିମନ୍ତେ କେନ୍ଦ୍ର ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ

ବିରଳ ରୋଗରେ ପୀଡ଼ିତ ଲୋକମାନଙ୍କ କଲ୍ୟାଣ ନିମନ୍ତେ କେନ୍ଦ୍ର ସରକାର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଏଣିକି ସବୁ ବିରଳ ରୋଗ ପାଇଁ ବ୍ୟକ୍ତିଗତ ଚିକିତ୍ସା ଉଦ୍ଦେଶ୍ୟରେ ଆମଦାନି କରାଯାଉଥିବା ଔଷଧ ଓ ଖାଦ୍ୟ ସାମଗ୍ରୀ ଉପରେ ମୂଳ ସୀମା ଶୁଳ୍କକୁ ସମ୍ପୂର୍ଣ୍ଣ ଭାବେ ଛାଡ଼ କରାଯିବ। ଏ…

ଆଜି ଝଡ଼ବର୍ଷା ସହ କୁଆପଥର ବର୍ଷା

ଆଜି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ବାଲେଶ୍ବର, ଭଦ୍ରକ, ଯ‌ାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ଝଡ଼ବର୍ଷା ସହ କୁଆପଥର ବର୍ଷା…

ଆଜିଠୁ ଆଇପିଏଲ୍‌

ଆଜିଠୁ ଆରମ୍ଭ ହେଉଛି ଆଇପିଏଲ୍‌  । ୧୬ତମ ସଂସ୍କରଣ  ଫଟାଫଟ୍ କ୍ରିକେଟ୍‌ର  ପ୍ରଥମ ଦିବସରେ ଗତଥରର ବିଜେତା ଗୁଜରାଟ ଟାଇଟନ୍ସ ସହିତ ଖେଳିବ ୪ ଥର ବିଜେତା ଚେନ୍ନାଇ ସୁପର୍‌ କିଙ୍ଗ୍ସ।  ୧୦ ଦଳକୁ ନେଇ ଦେଶର ୧୨ଟି ସହରରେ ଲିଗ୍ ପର୍ଯ୍ୟାୟର ୭୦ ମ୍ୟାଚ୍‌ ଖେଳାଯିବ। ଅହମଦାବାଦର ନରେନ୍ଦ୍ର ମୋଦୀ…

ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି: ୫ରୁ ଦର୍ଶନ ବନ୍ଦ

 ରାମନବମୀ ତିଥିରେ ଶ୍ରୀମନ୍ଦିରରେ ପ୍ରଭୁ ଶ୍ରୀ ରାମଙ୍କ ଜନ୍ମ ନୀତି ପାଳନ ହେବ। ଶ୍ରୀମନ୍ଦିରକୁ ମଧ୍ୟାହ୍ନଧୂପ ଛେକ ପ୍ରବେଶ ପରେ ପରେ ଏହି ନୀତି ପାଳନ କରାଯିବ। ପ୍ରାୟ ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଜନ୍ମ ନୀତି ଶେଷ ପରେ ରାତି ୮ଟା ପରେ ପୁନର୍ବାର ଦର୍ଶନ…

ଡାଲି ଷ୍ଟକ୍‌ ଅନୁଧ୍ୟାନ ପାଇଁ କେନ୍ଦ୍ର ସରକାରଙ୍କ ତତ୍ପରତା

ଦେଶରେ ଡାଲି ଷ୍ଟକ୍‌ ଅନୁଧ୍ୟାନ ପାଇଁ କେନ୍ଦ୍ର ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଉପଭୋକ୍ତା ବ୍ୟାପାର ବିଭାଗ ସଚିବ ଶ୍ରୀ ରୋହିତ କୁମାର ସିଂ ନିୟମିତ ଭାବେ ସ୍ୱଚ୍ଛ ପ୍ରକ୍ରିୟାରେ ଡାଲି ଷ୍ଟକ୍‌ର ଉପଲବ୍ଧତା ସମ୍ପର୍କରେ ସୂଚନା ଦେବା ଲାଗି ସବୁ ପ୍ରମୁଖ ଡାଲି ଆମଦାନିକାରୀମାନଙ୍କୁ…

ରାମ ନବମୀରେ ଭଦ୍ରକ-ନୟାଗଡ଼ ଟାଉନ-ଭଦ୍ରକ ମେମୁ ଶୁଭାରମ୍ଭ

କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ତଥା ଉଦ୍ୟମିତା ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଏବଂ  କେନ୍ଦ୍ର ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ 30 ମାର୍ଚ୍ଚ 2023 ଶ୍ରୀରାମ ନବମୀ ଦିବସରେ ଭଦ୍ରକ-ନୟାଗଡ଼ ଟାଉନ-ଭଦ୍ରକ ମେମୁ ଟ୍ରେନର…

ଭାରତୀୟ ରେଳକୁ ଘରୋଇକରଣ କରିବାର କୌଣସି ପ୍ରସ୍ତାବ ନାହିଁ – ଶ୍ରୀ ଅଶ୍ୱିନୀ ବୈଷ୍ଣବ

ଭାରତୀୟ ରେଳକୁ ଘରୋଇକରଣ କରିବାର କୌଣସି ପ୍ରସ୍ତାବ ନାହିଁ। ଦ୍ରୁତ ବିକାଶ ଏବଂ ଟ୍ରାକର ସମାପ୍ତି, ରୋଲିଂ ଷ୍ଟକ୍ ଉତ୍ପାଦନ ଏବଂ ଯାତ୍ରୀବାହୀ ମାଲ ପରିବହନ ସେବା ଯୋଗାଇବା ପାଇଁ, ପବ୍ଲିକ୍ ପ୍ରାଇଭେଟ ପାର୍ଟନରସିପ୍ (ପିପିପି) ର ବିଭିନ୍ନ ଯୋଜନା ଅନ୍ତର୍ଗତ ରେଳ ମନ୍ତ୍ରଣାଳୟ ବିଭିନ୍ନ…

ଝାରସୁଗୁଡା ଉପନିର୍ବାଚନ ପାଇଁ ମେ’ ୧୦ରେ ଭୋଟ୍‌ ଗ୍ରହଣ: ରାଜନୀତି ସରଗରମ

ଝାରସୁଗୁଡ଼ାରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ଆସନ୍ତା ମେ’ ୧୦ ତାରିଖରେ ଏଠାରେ ଭୋଟ୍‌ ଗ୍ରହଣ କରାଯାଇ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ।  ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ  ଏହି ସୂଚନା ଦେଇଛନ୍ତି।  ଆସନ୍ତା ଏପ୍ରିଲ ୧୩ ତାରିଖରେ  ନୋଟିଫିକେସନ୍…