ଭୁବନେଶ୍ବରରେ ଆତଙ୍କରାଜ
ଭୁବନେଶ୍ବର: ରାଜଧାନୀରେ ଅପରାଧିଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଲୁଟେରାମାନେ ସ୍ପଷ୍ଟ ଦିବାଲୋକରେ ମହିଳାଙ୍କଠୁ ଚେନ ଝାମ୍ପି ନେଉଛନ୍ତି ତ ଅପରାଧିମାନେ ଦୋକାନୀମାନଙ୍କ ଉପରେ ଉତ୍ପାତ ବଢ଼ାଇଚାଲିଛନ୍ତି। ଅପରାଧୀଙ୍କ ପାଇଁ ରାଜଧାନୀରେ ଏଠି ସମସ୍ତେ ଆତଙ୍କିତ । ସକାଳ ହେଉ କି ସଂଧ୍ୟା…