ରାହୁଲ ତାଙ୍କ ସଂସଦ ସଦସ୍ୟତା ହରାଇ ପାରନ୍ତି!

ନୂଆଦିଲ୍ଲୀ : କଂଗ୍ରେସ ନେତା ରାହୁଲ ଗାନ୍ଧି ତାଙ୍କ ସଂସଦ ସଦସ୍ୟତା ହରାଇ ପାରନ୍ତି। ରାହୁଲ ଲୋକସଭାରୁ ଅଯୋଗ୍ୟ ଘୋଷିତ ହୋଇପାରନ୍ତି। ଜନ ପ୍ରତିନିଧି ଆଇନ ଅନୁଯାୟୀ କୌଣସି ସଦସ୍ୟ ଯଦି ୨ କିମ୍ବା ୨ ବର୍ଷରୁ ଅଧିକ ସମୟ ପାଇଁ ଜେଲ୍‌ଦଣ୍ଡ ପାଆନ୍ତି ତେବେ ତାଙ୍କୁ ଦଣ୍ଡାଦେଶ ସମୟ…

ଜୈବ ବିବିଧ ଐତିହ୍ୟ ସ୍ଥଳର ମାନ୍ୟତା ପାଇଲା ବଲାଙ୍ଗୀର ଓ ବରଗଡ଼ ଫରେଷ୍ଟ ଡିଭିଜିନର ଗନ୍ଧମାର୍ଦ୍ଦନ ପର୍ବତ

ଭୁବନେଶ୍ୱର: ଗନ୍ଧମାର୍ଦ୍ଦନ ପର୍ବତକୁ ମିଳିଲା BHS ମାନ୍ୟତା । ବାୟୋଡାଇଭର୍ସିଟି ହେରିଟେଜ୍ ସାଇଟ୍ ବା ଜୈବ ବିବିଧ ଐତିହ୍ୟ ସ୍ଥଳର ମାନ୍ୟତା ପାଇଲା ବଲାଙ୍ଗୀର ଓ ବରଗଡ଼ ଫରେଷ୍ଟ ଡିଭିଜିନର ଗନ୍ଧମାର୍ଦ୍ଦନ ପର୍ବତ । ରାଜ୍ୟର ତୃତୀୟ BHS ମାନ୍ୟତା ପାଇଛି ଗନ୍ଧମାର୍ଦ୍ଦନ । ଆଗରୁ କନ୍ଧମାଳ…

ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟାକୁ ରୋକିବା ପାଇଁ ଜାରି ହୋଇଛି ସ୍ବତନ୍ତ୍ର ମାର୍ଗଦର୍ଶିକା

ଭୁବନେଶ୍ୱର: ରାଜ୍ୟରେ ବଢ଼ିବାରେ ଲାଗିଛି ସଡ଼କ ଦୁର୍ଘଟଣା । ତା’ସାଙ୍ଗକୁ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟାକୁ ରୋକିବା ପାଇଁ ଜାରି ହୋଇଛି ସ୍ବତନ୍ତ୍ର ମାର୍ଗଦର୍ଶିକା । ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଜାରି ହୋଇଛି SOP । ଏପ୍ରିଲ…

ଚଳଚ୍ଚିତ୍ର ନିର୍ଦେଶକ ୬୮ ବର୍ଷିୟ ପ୍ରଦୀପ ସରକାରଙ୍କ ଦେହାନ୍ତ

ମୁମ୍ବାଇ: ଗୁରୁବାର ରାତି ପ୍ରାୟ ୩.୩୦ରେ ଲୋକପ୍ରିୟ ଚଳଚ୍ଚିତ୍ର ନିର୍ଦେଶକ ୬୮ ବର୍ଷିୟ ପ୍ରଦୀପ ସରକାରଙ୍କ ଦେହାନ୍ତ ହୋଇଯାଇଥିବା କଥା ଅଭିନେତ୍ରୀ ନୀତୁ ଚନ୍ଦ୍ରା କହିଛନ୍ତି।‘ପରିଣୀତା’, ‘ଲଗା ଚୁନରି ମୈଁ ଦାଗ୍‌’, ‘ମର୍ଦାନି’ ଏବଂ ‘ହେଲିକପ୍ଟର୍‌ ଏଲା’ ଭଳି ଚଳଚ୍ଚିତ୍ରର ନିର୍ଦେଶନା…

ନବୀନ ନିବାସରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନନିବାସଠାରେ ସାକ୍ଷାତ କରିଛନ୍ତି |  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା |…

ଓଡ଼ିଶାରେ ହାତୀ ସୁରକ୍ଷା ନେଇ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଓଡ଼ିଶାରେ ହାତୀ ସୁରକ୍ଷା ଓ ସଂରକ୍ଷଣକୁ ନେଇ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଜଙ୍ଗଲ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, ଗତ ୧୦ ବର୍ଷରେ ଓଡ଼ିଶାରେ ୭୮୪ଟି ହାତୀଙ୍କ…

ବିଜେପି ତରଫରୁ ବିଭିନ୍ନ ରାଜ୍ୟରେ ନୂଆ ସଭାପତି ନିଯୁକ୍ତ

ବିଜେପି ତରଫରୁ  ବିଭିନ୍ନ ରାଜ୍ୟରେ ନୂଆ ସଭାପତି ନିଯୁକ୍ତ କରିଛି । ଦିଲ୍ଲୀରେ ବିରେନ୍ଦ୍ର ସଚଦେବାଙ୍କୁ ଦଳ ଦାୟୀତ୍ୱ ଦେଇଛି । ଦିଲ୍ଲୀ ଏମସିଡି ନିର୍ବାଚନରେ ଦଳ ପରାଜିତ ହେବା ପରେ ରାଜ୍ୟ ସଭାପତି ଥିବା ଆଦେଶ ଗୁପ୍ତା ସଭାପତି ପଦରୁ ଇସ୍ତଫା ଦେଇଥିଲେ । ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି…

ଡିଜେ ଆଜେକ୍ସଙ୍କ ମା’ଙ୍କ ଅଭିଯୋଗ ଆଧାରରେ ତଦନ୍ତ ଚାଲିଛି

 ଡିଜେ ଆଜେକ୍ସ ଓରଫ ଅକ୍ଷୟ ମହାରଣାଙ୍କ ମା’ଙ୍କ ଅଭିଯୋଗ ଆଧାରରେ ତଦନ୍ତ ଚାଲିଛି । ଅକ୍ଷୟଙ୍କ ଭଲପାଇବା କାହାଣୀରେ ଅନଲାଇନ କମ୍ୟୁନିକେସନ ସମ୍ପୃକ୍ତ ଥିବାରୁ ଟେକ୍ନିକାଲ ଟିମର ସହଯୋଗ ନିଆଯାଇଛି । ଘଟଣାରେ ସମ୍ପୃକ୍ତ ଥିବା ପ୍ରତ୍ୟେକ ଲୋକଙ୍କୁ ତଦନ୍ତ କରାଯାଉଛି ଏବଂ ଘଟଣା ନେଇ ଅଧିକ ତଦନ୍ତ…

‘ମୋଦୀ’ ସାଙ୍ଗିଆ ମାମଲାରେ ରାହୁଲ୍‌ ଗାନ୍ଧୀଙ୍କୁ ୨ବର୍ଷ ଜେଲ୍‌ ପରେ ବେଲ ଦେଲେ ସୁରତ ଅଦାଲତ

ମୋଦିଙ୍କୁ କଟାକ୍ଷ କରିବା ରାହୁଲଙ୍କୁ ମହଙ୍ଗା ପଡିଛି । ସୁରତ କୋର୍ଟ ତାଙ୍କୁ ଦୋଷୀ କରିବା ସହ ଜେଲ ଦଣ୍ଡାଦେଶ ଦେଇଛନ୍ତି । ରାହୁଲ୍‌ଙ୍କ ନାଁରେ ‘ବିଜେପି’ ବିଧାୟକ ତଥା ପୂର୍ବତନ ଗୁଜରାଟ ମନ୍ତ୍ରୀ ପୂର୍ଣ୍ଣେଶ ମୋଦୀ ଅଭିଯୋଗ ଦାଏର କରିଥିଲେ। ଏହି ମନ୍ତବ୍ୟ ସମଗ୍ର ମୋଦୀ ସମ୍ପ୍ରଦାୟର…

ରାଜ୍ୟ ବିଜେପି ସଭାପତି ଭାବେ ମନମୋହନ ସାମଲ ନିଯୁକ୍ତ

ଭୁବନେଶ୍ବର: ଧାମନଗର ଉପ ନିର୍ବାଚନରେ ବିଜେପିକୁ ସଫଳତା ଦେବାରେ ପ୍ରମୁଖ ଭୂମିକା ଗ୍ରହଣ କରିବା ପରେ  ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ମନମୋହନ ସାମଲଙ୍କୁ ଦଳର ରାଜ୍ୟ ସଭାପତି ଦାୟିତ୍ବ ମିଳିଛି। ରାଜ୍ୟ ସଭାପତି ଥିବା ସମୀର ମହାନ୍ତିଙ୍କ ସ୍ଥାନରେ ଏହି ଦାୟିତ୍ବ ନିର୍ବାହ…