ଇସ୍ତଫା ଦେବେନି ମୁଖ୍ୟମନ୍ତ୍ରୀ ଏନ.ବିରେନ ସିଂ

ବହୁ ବାଦ ବିବାଦ ପରେ ଇସ୍ତଫା ଦେବେନି ମୁଖ୍ୟମନ୍ତ୍ରୀ ଏନ.ବିରେନ ସିଂ । ପ୍ରଥମରୁ ଇସ୍ତଫା ଦେବା ନେଇ ଚର୍ଚା ହେଉଥିଲା । ପରେ ସମର୍ଥକମାନେ ଏପରି ନକରିବାକୁ ଅନୁରୋଧ କରିଥିଲେ । ଏନେଇ ଟୁଇଟ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଏନ.ବିରେନ ସିଂ । ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା…

ମେଟ୍ରୋରେ ଦିଲ୍ଲୀ ବିଶ୍ବବିଦ୍ୟାଳୟ ଗଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଦିଲ୍ଲୀ ବିଶ୍ବବିଦ୍ୟାଳୟର ଶତବାର୍ଷିକୀ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ ମେଟ୍ରୋ ଟ୍ରେନ୍‌ରେ ଟିକେଟ କରି ଯାଇଛନ୍ତି । ଦିଲ୍ଲୀ ବିଶ୍ବବିଦ୍ୟାଳୟକୁ ଯାଉଥିବା ବେଳେ ଛାତ୍ରଛାତ୍ରୀଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଗୋଟିଏ ଲଘୁଚାପ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଜୁଲାଇ ୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଉଛି।  ଆସନ୍ତା ୨ ଓ ୩ ତାରିଖ ବେଳକୁ…

ମୁଖ୍ୟମନ୍ତ୍ରୀ ବୀରେନ ସିଂଙ୍କ ଇସ୍ତଫାକୁ ନେଇ ଚର୍ଚା

ଇମ୍ଫାଲ୍:  ମଣିପୁରରେ ଶାନ୍ତି ଫେରୁନି। ଶାନ୍ତି କମିଟିର ଆଲୋଚନା ବିଫଳ ହୋଇଛି ।  ଆଜି ଇସ୍ତଫା ଦେଇପାରନ୍ତି ମଣିପୁର ମୁଖ୍ୟମନ୍ତ୍ରୀ ! ଦିନ ୩ଟାରେ ରାଜ୍ୟପାଳଙ୍କୁ ଭେଟିବାକୁ ସମୟ ମାଗିଛନ୍ତି ମୁଖ୍ୟମନ୍ତ୍ରୀ ଏନ. ବୀରେନ ସିଂ। ରାଜ୍ୟପାଳ ଅନସୂୟା ଉସକେଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ଇସ୍ତଫା…

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ଆସିଲା ୨୯ଟି ମୃତଦେହର ଡିଏନଏ ରିପୋର୍ଟ

ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ପରିଚୟକୁ ନେଇ ଡିଏନଏ ରିପୋର୍ଟ ଆସିଛି ।  ପରିଚୟ ମିଳୁନଥିବା ୮୧ ଟି ମୃତଦେହ ମଧରୁ ପ୍ରଥମ ପର୍ଯ୍ୟାୟରେ ଯାଇଥିବା ୨୯ଟି ସାମ୍ପୁଲର DNA ରିପୋର୍ଟ ଆସିଛି । ରିପୋର୍ଟ ଆସିବା ପରେ ତାଙ୍କ ପରିବାରକୁ ଶବ ହସ୍ତାନ୍ତର କରିବା ପାଇଁ ପ୍ରସ୍ତୁତି ହୋଇଛି ।  …

ରାହୁଲଙ୍କ ମଣିପୁର ଗସ୍ତକୁ ନେଇ ରାଜନୀତି

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ମଣିପୁର ଗସ୍ତକୁ ନେଇ ବିବାଦ । ପୂର୍ବ ନିର୍ଧାରିତ ରାସ୍ତା ବଦଳାଇଥିବାରୁ ରାହୁଲଙ୍କ କନ୍‌ଭୟକୁ ବିଷ୍ଣୁପୁର ନିକଟରେ ମଣିପୁର ପୁଲିସ ଅଟକାଇଥିଲା। ସୁରକ୍ଷା କାରଣରୁ ପୁଲିସ ରାହୁଲଙ୍କ କନଭୟ ଅଟକାଇଥିବା କହିଛି। ତେବେ ରାହୁଲ ଏହାକୁ ନେଇ ବିରୋଧ…

ପାନ୍‌-ଆଧାର ସଂଯୋଗର ଶେଷ ତାରିଖ ଆଜି

ନୂଆଦିଲ୍ଲୀ : ଆଜି ପାନ୍‌-ଆଧାର ସଂଯୋଗର ଶେଷ ତାରିଖ  । କେନ୍ଦ୍ରୀୟ ପ୍ରତ୍ୟକ୍ଷ କର ବୋର୍ଡ  ପକ୍ଷରୁ ପାନ୍‌ ସହିତ ଆଧାର ନମ୍ବର ସଂଯୋଗର ଶେଷ ତାରିଖ ଜୁନ ୩୦ ରଖାଯାଇଛି। ଆପଣ ଯଦି ପାନ ସହ ଆଧାର ସଂଯୋଗ କରିନାହାଁନ୍ତି ତେବେ ଫାଇନ ଏକ ହଜାର ଟଙ୍କା ଦେଇ କରିନିଅନ୍ତୁ । ଆଜି ସୁଦ୍ଧା ଏହି…

ଆଜି ଅଧରପଣା :ସୁନାବେଶରେ ଠାକୁରଙ୍କୁ ଦର୍ଶନକଲେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ

ପୁରୀ: ଆଷାଢ଼ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ଅଧରପଣା ଭୋଗ ହେବ ମହାପ୍ରଭୁଙ୍କ ନିକଟରେ । ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହେବ  । ଶ୍ରୀବିଗ୍ରହମାନଙ୍କର ଶ୍ରୀଅଧର ଉଚ୍ଚତା ବିଶିଷ୍ଟ ଲାଉତୁମ୍ବ ଭଳି ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ମାଟିହାଣ୍ଡିରେ…

ସୁନାବେଶରେ ଦର୍ଶନ ଦେଉଛନ୍ତି ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି

ପୁରୀ:ସୁନାବେଶରେ ଦର୍ଶନ ଦେଉଛନ୍ତି ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି  ।  ସୁନାରେ ଝଟକୁଛନ୍ତି ମହାବାହୁ। ଶ୍ରୀଜିଉଙ୍କ ପବିତ୍ର ସୁନାବେଶ ବା ବଡ଼ତଢ଼ାଉ ବେଶ । ସୁବର୍ଣ୍ଣ ବିଭୂଷିତ ଦାରୁବ୍ରହ୍ମଙ୍କ ଆଭାରେ ଦାଉ ଦାଉ ଦିଶୁଛନ୍ତି ରଥତ୍ରୟ ।  ରଥ ଉପରେ ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁନାବେଶ ବା…

ମହାପ୍ରଭୁଙ୍କ ସୁନାବେଶ ଦେଖିବାକୁ ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତ

ପୁରୀ: ତିନିରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।   ବାହୁଡ଼ାଯାତ୍ରା ସାରି ଫେରିବା ପରେ ସିଂହଦ୍ବାରରେ ରଥ ଉପରେ  ଅଗଣିତ ଭକ୍ତ ମହାପ୍ରଭୁଙ୍କୁ  ସୁନାବେଶରେ ଦର୍ଶନ କରି ପୂଣ୍ୟଲାଭ କରୁଛନ୍ତି ।  ବିରଳ ବେଶ ‌ଦର୍ଶନ କରିବାକୁ ବଡ଼ଦାଣ୍ଡରେ ଅପେକ୍ଷା କରି…