ଡ୍ରାଇଭରଙ୍କ ସମସ୍ୟାର ସମାଧାନ ପାଇଁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଡ୍ରାଇଭରଙ୍କ ଷ୍ଟ୍ରିୟରିଂ ଛାଡ଼ ଆନ୍ଦୋଳନ ଜାରି ରହିଛି । ଦିନ ରାତି ଆନ୍ଦୋଳନ ଯୋଗୁ ଜନଜୀବନ ପ୍ରଭାବିତ ହୋଇଛି । ତେବେ ଡ୍ରାଇଭରଙ୍କ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଡ୍ରାଇଭର ବନ୍ଧୁମାନଙ୍କର ଦାବିକୁ…

ଦେଶରେ ଏଚ୍‌୩ଏନ୍‌୨ ସଂକ୍ରମଣ ବଢ଼ିଚାଲିଛି

 ଏଚ୍‌୩ଏନ୍‌୨ ସଂକ୍ରମଣ ଭୟ ବଢ଼ାଉଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଗତ ସପ୍ତାହରେ ଏଚ୍‌୩ଏନ୍‌୨ ଯୋଗୁଁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଥିଲେ। ତେବେ ସରକାର ଏଚ୍୩ଏନ୍‌୨ ମୃତ୍ୟୁ ସଂକ୍ରାନ୍ତରେ ସଦ୍ୟ ତଥ୍ୟ ଦେଇନଥିଲେ ସୁଦ୍ଧା ଦେଶରେ ଏଥିଜନିତ ମୃତ୍ୟୁ ସଂଖ୍ୟା ୯ରେ ପହଞ୍ଚିଛି…

‘ଜାତୀୟ ପୁରୁଷ କମିସନ’ ଗଠନ ଦାବିରେ ସୁପ୍ରିମକୋର୍ଟରେ ଏକ ଆବେଦନ ଦାଖଲ

‘ଜାତୀୟ ପୁରୁଷ କମିସନ’ ଗଠନ ଦାବିରେ ସୁପ୍ରିମକୋର୍ଟରେ ଏକ ଆବେଦନ ଦାଖଲ କରିଛନ୍ତି ଆଇନଜୀବୀ ମହେଶ କୁମାର ତିୱାରୀ । ୨୦୨୧ ଏନ୍‌ସିଆରବି ତଥ୍ୟ ଦର୍ଶାଇ ତିୱାରୀ ଆବେଦନରେ ଉଲ୍ଲେଖ କରିଛନ୍ତି ଯେ, ଏହି ବର୍ଷ ଦେଶରେ ୧, ୬୪,୦୩୩ ଆତ୍ମହତ୍ୟା ହୋଇଥିଲା। ଏଥିମଧ୍ୟରୁ ୮୧,୦୬୩ ଜଣ ବିବାହିତ ପୁରୁଷ…

ଅନଲାଇନ ଅଟୋ ଚାଳକ ସଂଘର ଆନ୍ଦୋଳନ

ବ୍ଲକ୍‌, ପଞ୍ଚାୟତଠାରୁ ଆରମ୍ଭ କରି ରାଜରାସ୍ତା ସବୁଠି ଡ୍ରାଇଭରମାନେ ଏକାଠି ହୋଇ ପ୍ରତିବାଦ ଚଳାଇଛନ୍ତି । ଅଧିକାଂଶ ସ୍ଥାନରେ ଚାଳକମାନେ ଶୋଭାଯାତ୍ରା କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଅତ୍ୟାବଶ୍ୟକ ସେବାକୁ ବାଦ୍‌ ଦେଇ ରାସ୍ତାରେ ବ୍ୟବସାୟିକ ଯାନବାହାନ ଚଳାଚଳକୁ ବିରୋଧ କରାଯାଇଛି ।…

ବର୍ଷିଆନ୍ ଅଭିନେତା ସମୀର ଖାଖର୍ ଆଉ ନାହାନ୍ତି

ପୁଣି ବଲିଉଡରୁ ଆସିଲା ଦୁଃଖଦ ଖବର। ବର୍ଷିଆନ୍ ଅଭିନେତା ସମୀର ଖାଖର୍ ଆଉ ନାହାନ୍ତି। ୭୧ ବର୍ଷ ବୟସରେ ତାଙ୍କର ଆଜି ଦେହାନ୍ତ ହୋଇଛି। ଏନେଇ ସମୀରଙ୍କ ଭାଇ ଗଣେଶ ସୂଚନା ଦେଇଛନ୍ତି।୮୦ ଦଶକର ଦୂରଦର୍ଶନର ସିରିଏଲ୍ ‘ନୁକ୍କଡ୍‌’ରେ ଖୋପ୍‌ଡୀ ଭୂମିକାରେ ଅଭିନୟ କରି ଅଭିନେତା ସମୀର ଖାଖର୍ ବେଶ୍…

ଜଗବନ୍ଧୁଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ

ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲାରେ ବନ୍ଧା ହୋଇଥିବା ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ମିଳିଛି ସାମାନ୍ୟ ଆଶ୍ୱସ୍ତି। ଜଗବନ୍ଧୁଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ। ତେବେ ଏବେ ସେ ଜେଲ୍‌ରୁ ବାହାରିବା ନେଇ କୌଣସି ସୂଚନା ନାହିଁ। କାରଣ ହନିଟ୍ରାପ୍‌ କୁଇନ୍‌ ଅର୍ଚ୍ଚନାଙ୍କ…

ଆନ୍ଦୋଳନ ପାଇଁ ଶିକ୍ଷକଙ୍କୁ ଗାନ୍ଧୀମାର୍ଗ ମନା

ଶିକ୍ଷକଙ୍କୁ ଆନ୍ଦୋଳନ ପାଇଁ ଗାନ୍ଧୀମାର୍ଗ ମନା । ଦେଢଲକ୍ଷ ଶିକ୍ଷକ ଶିକ୍ଷୟିତ୍ରୀ ଆନ୍ଦୋଳନ ଡାକରା ଦେଇ ରାଜଧାନୀରେ ପହଞ୍ଚିଥିବା ବେଳେ ପୋଲିସ ଅନୁମତି ମିଳିନାହିଁ । ଆନ୍ଦୋଳନ ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସମୁହ ଛୁଟି ନେଇ ଶିକ୍ଷକ-ଶିକ୍ଷୟିତ୍ରୀ ରାଜଧାନୀ ପହଞ୍ଚି ସାରିଥିଲେ ।ତିନି ଦଫା…

ଷ୍ଟିଅରିଂ ଛାଡ ଆନ୍ଦୋଳନ କରୁଛନ୍ତି ଡ୍ରାଇଭର

ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନ୍ଦୋଳନ । ୧୦ ଦଫା ଦାବିକୁ ରାଜ୍ୟ ସରକାର ପୂରଣ କରିନଥିବାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିଅରିଂ ଛାଡ ଆନ୍ଦୋଳନ କରୁଛନ୍ତି ଡ୍ରାଇଭର । ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ଡ୍ରାଇଭରଙ୍କ ପ୍ରତିବାଦ ଦେଖିବାକୁ ମିଳିଛି । ଭୁବନେଶ୍ୱର ତମାଣ୍ଡୋରେ ଏକାଠି ହୋଇଛନ୍ତି…

ଆଜିଠୁ ଅନୁଭୂତ ହେବ ପଶ୍ଚିମା ଝଡ଼ର ପ୍ରଭାବ

ଆଜିଠୁ ବଦଳିବ ପାଗ । ଅନୁଭୂତ ହେବ ପଶ୍ଚିମା ଝଡ଼ର ପ୍ରଭାବ । ସାରା ରାଜ୍ୟରେ ପାଗ ମେଘୁଆ ରହିବା ସହ କିଛି ଅଞ୍ଚଳରେ ବର୍ଷା ହେବ । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି…

ଡ୍ରାଇଭର ମହାସଂଘ ଧାରଣା : ପରୀକ୍ଷାର୍ଥୀ ଚିନ୍ତାରେ

 ବିଭିନ୍ନ ଦାବି ପୂରଣ ପାଇଁ ଓଡ଼ିଶା ଡ୍ରାଇଭର ମହାସଂଘ ଆସନ୍ତା କାଲି ଶାନ୍ତିପୂର୍ଣ୍ଣ ଭାବେ ଧାରଣା ଦେବ। ମାର୍ଚ୍ଚ ୧୫ଠାରୁ ଆରମ୍ଭ ହେବାକୁ ଥିବା ଏହି ଆ‌ନ୍ଦୋଳନ ପାଇଁ ‌ମହାସଂଘ ଚେତାବନୀ ଦେଇଛି। ଯାହା କୁ ନେଇ ଚାରିଆଡେ ଚର୍ଚା । ଆସନ୍ତାକାଲି ଦଶମ ପରୀକ୍ଷା ଥିବାରୁ ଛାତ୍ରଛାତ୍ରୀମାନେ…