ଭାରତୀୟ ରେଳ ଏହାର ମିଶନ୍ ଶତ ପ୍ରତିଶତ ବିଦ୍ୟୁତିକରଣ ଦିଗରେ ଦ୍ରୁତ ଗତିରେ ଆଗକୁ ବଢ଼ୁଛି

ଭାରତୀୟ ରେଳ ବିଶ୍ୱର ସର୍ବବୃହତ ସବୁଜ ରେଳପଥ ହେବା ପାଇଁ ଏକ ମିଶନ ମୋଡରେ କାର୍ଯ୍ୟ କରୁଛି ଏବଂ 2030 ପୂର୍ବରୁ ଏକ “ନେଟ୍ ଜିରୋ କାର୍ବନ ନିର୍ଗମନକାରୀ” ହେବାକୁ ଯାଉଛି। ନିକଟରେ ଉତ୍ତରପ୍ରଦେଶରେ ବିଦ୍ୟୁତିକରଣ ସମାପ୍ତ ହେବା ପରେ ଭାରତୀୟ ରେଳ ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ଭାରତୀୟ ରେଳ…

ସିଙ୍ଗାପୁର- ଭାରତ ହକାଥନ୍ 2023 ଉଭୟ ଦେଶର ସହଭାଗିତାକୁ ଆହୁରି ସୁଦୃଢ କରିବାରେ ସହାୟକ ହେବ

କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀ ଠାରେ ସିଙ୍ଗାପୁରର ଶିଳ୍ପ ଓ ବାଣିଜ୍ୟ ମନ୍ତ୍ରୀ ଗାନ୍ କିମ୍ ୟଙ୍ଗଙ୍କ ସହ ସିଙ୍ଗାପୁର - ଭାରତ ହକାଥନ୍ 2023 ଲୋକାର୍ପଣ କରିଛନ୍ତିI ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି…

ଜଙ୍ଗଲ ନିଆଁ: ୧୭୪୬ଟି ସ୍ଥାନରେ ବନାଗ୍ନି

ଭୁବନେଶ୍ବର:  ଜଙ୍ଗଲ ଜଳୁଛି । ହେଲେ ନିଘା କାହାର ନାହିଁ । କିଛି ଦିନ ଧରି ଏହି ଖବର ପ୍ରତିଦିନ ବାହାରୁଛି । କିନ୍ତୁ କିପରି ଲିଭାଯିବ ସେନେଇ କିଛି ଉତ୍ତର କାହା ପାଖରେ ନାହିଁ । କେଉଁଠି ୭ଦିନ ହେଲା ଜଙ୍ଗଲ ଜଳୁଛି ତ ଆଉ କେଉଁଠି ୪ଦିନ। ଶିମିଳିପାଳରୁ ଚନ୍ଦକା-ଡମପଡ଼ା ହେଉ ଅଥବା ସୁନାବେଡ଼ାରୁ…

‘ଆର୍‌ଆର୍‌ଆର୍‌’ର ନାଟୁ ନାଟୁ ଗୀତ ବେଷ୍ଟ୍‌ ଅରିଜିନାଲ୍‌ ସଙ୍ଗ୍‌ ବର୍ଗରେ ‘ଓସ୍କାର୍‌’ ବିଜୟୀ

ନୂଆଦିଲ୍ଲୀ: ଭାରତୀୟ ଚଳଚ୍ଚିତ୍ର ‘ଆର୍‌ଆର୍‌ଆର୍‌’ର ‘ନାଟୁ ନାଟୁ’ ଗୀତ ୯୫ତମ ‘ଏକାଡେମି ଆୱାର୍ଡସ୍‌’ରେ ‘ବେଷ୍ଟ୍‌ ଅରିଜିନାଲ୍‌ ସଙ୍ଗ୍‌’ ବର୍ଗରେ ‘ଓସ୍କାର୍‌’ ବିଜୟୀ ହୋଇଛି। ଏଥିସହ ଏହି ବର୍ଗରେ ଓସ୍କାର ଲାଭ କରିବାରେ ପ୍ରଥମ ଭାରତୀୟ ଫିଚର ଫିଲ୍ମ ଭାବେ ‘ଆର୍‌ଆର୍‌ଆର୍‌’ ଇତିହାସ ସୃଷ୍ଟି…

ଚିନ୍ତା ବଢାଉଛି ଏଚ୩ଏନ୨ ଭାଇରସ

ଚିନ୍ତା ବଢାଉଛି ଏଚ୩ଏନ୨ ଭାଇରସ । ସବୁ ଜିଲ୍ଲାର ସିଡିିଏମଓ ଓ କ୍ୟାପିଟାଲ ହସପିଟାଲ ନିର୍ଦ୍ଦେଶକଙ୍କୁ ଚିଠି ଲେଖି ଆଲର୍ଟ ରହିବାକୁ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜଣାଯାଇଛି । ଭାଇରସ ସଂକ୍ରମଣ ଭିତରେ ପୁଣି କୋଭିଡ ଭୟ ଘାରିଲାଣି । । ତେଣୁ ଥଣ୍ଡା କାଶ ହୋଇଥିଲେ କୋଭିଡ ଟେଷ୍ଟ କରିବାକୁ…

ଗୋବିନ୍ଦ ସାହୁର ରହସ୍ୟଜନକ ମୃତ୍ୟୁର ସତ୍ୟ ଉନ୍ମୋଚନରେ ଓଡ଼ିଶା ପୋଲିସ ବିଫଳ

ମମିତା ମେହେର ହତ୍ୟା ମାମଲାରେ ସଂଶ୍ଲିଷ୍ଟ ଗୋବିନ୍ଦ ସାହୁର ରହସ୍ୟଜନକ ମୃତ୍ୟୁର ସତ୍ୟ ଉନ୍ମୋଚନରେ ଓଡ଼ିଶା ପୋଲିସ ବିଫଳ । ଏନେଇ ଗୃହରେ ମୁଲତବୀ ପ୍ରସ୍ତାବ ଆଣିଥିଲେ ବିରୋଧୀ । ଏ ପ୍ରସଙ୍ଗରେ ଗୃହରେ ଉତ୍ତର ରଖିଛନ୍ତି ଗୃହ ରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା । ଏହି ମାମଲାର…

‘ଆଇପିଏସ୍‌’ ଅଫିସର୍‌ ଜ୍ୟୋତି ଯାଦବଙ୍କୁ ବିବାହ କରିବେ ‘ଆପ୍‌’ ବିଧାୟକ ହର୍‌ଜୋତ୍‌ ସିଂହ ବୈଂସ୍‌

ଚଣ୍ଡୀଗଡ଼: ଚଳିତ ମାସ ଶେଷ ଭାଗରେ ‘ଆପ୍‌’ ବିଧାୟକ ହର୍‌ଜୋତ୍‌ ସିଂହ ବୈଂସ୍‌ ‘ଆଇପିଏସ୍‌’ ଅଫିସର୍‌ ଜ୍ୟୋତି ଯାଦବଙ୍କୁ ବିବାହ କରିବେ ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି।ଅଳ୍ପ ଦିନ ତଳେ ଦୁହଁଙ୍କର ନିର୍ବନ୍ଧ ସମ୍ପନ୍ନ ହୋଇଛି ବୋଲି ସେମାନେ କହିଛନ୍ତି। ରୂପନଗର ଜିଲ୍ଲା ଅନ୍ତର୍ଗତ…

ଭାଇରସ ସଂକ୍ରମଣ ଭିତରେ ପୁଣି ଲୋକଙ୍କୁ ଘାରିଛି କୋଭିଡ ଭୟ

ଭୁବ‌ନେଶ୍ବର: ଭାଇରସ ସଂକ୍ରମଣ ଭିତରେ ପୁଣି ଲୋକଙ୍କୁ ଘାରିଛି କୋଭିଡ ଭୟ। ରାଜ୍ୟରେ ଏଚ ୩ ଏନ ୨ ଭାଇରସ ଚିନ୍ତା ବଢ଼ାଇଥିବା ବେଳେ ଏନେଇ ଜନ ସ୍ୱାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ର୍ଖିଛନ୍ତି। ସେ କହିଛନ୍ତି, ସବୁ ଜିଲ୍ଲାର ସିଡିଏମଓ଼ ଏବଂ କ୍ୟାପିଟାଲ ହସ୍ପିଟାଲ…

ଅଲିଭରିଡଲେ କଇଁଛଙ୍କ ସମୂହ ଅଣ୍ଡାଦାନରେ ଉପକୂଳରେ ନିଆର ଅନୁଭବ

ରାଜନଗର : ବିରଳ ଅଲିଭରିଡଲେ କଇଁଛ ଏବେ ଉପକୂଳ ମୁହାଁ ।  କେନ୍ଦ୍ରାପଡ଼ା ଉପକୂଳର ଗହୀରମଥାଠାରେ କଇଁଛଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ୯ ତାରିଖ ଦିନ ୮୮ହଜାର, ୧୦ ତାରିଖରେ ୨ ଲକ୍ଷ ୧୪ ହଜାର ୫୮ଟି ଅଲିଭରିଡଲେ ଅଣ୍ଡାଦାନ କରିଛନ୍ତି। କୂଳଠାରୁ ୧ କିମି ଭିତରେ ଦୀର୍ଘ ୧ ମାସ…

ପ୍ରାୟ ୯ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଛନ୍ତି ବିଆରଏସ ନେତ୍ରୀ କେ.କବିତା

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଫସିଥିବା ତେଲେଙ୍ଗାନାର ବିଆରଏସ ନେତ୍ରୀ କେ.କବିତା ଇଡି ଜେରାର ସମ୍ମୁଖୀନ ହୋଇଛନ୍ତି । ପ୍ରାୟ ୯ ଘଣ୍ଟାର ଜେରା ପରେ ସେ ଇଡି ଅଫିସରୁ ବାହାରିଛନ୍ତି । ଅନେକ ଗୁଡ଼ିଏ ପ୍ରଶ୍ନର କବିତା ଉତ୍ତର ଦେଇଥିବା ସ୍ପଷ୍ଟ ହୋଇଥିବା ଜଣାପଡ଼ିଛି । ଦରକାର…