ପୁରୀ ସମ୍ରାଟ ମାର୍କେଟ କମ୍ପ୍ଲେକ୍ସ ନିଆଁ ଲିଭୁନି

ପୁରୀ: ଲକ୍ଷ୍ମୀବଜାରରେ ଥିବା ସମ୍ରାଟ ମାର୍କେଟ କମ୍ପ୍ଲେକ୍ସରେ ଲାଗିଥିବା ନିଆଁକୁ ଆୟତ୍ତ କରିବାକୁ ଆଉ କିଛି ସମୟ ଲାଗିବ ବୋଲି ଅଗ୍ନିଶମ ଡିଜି ସନ୍ତୋଷ ଉପାଧ୍ୟାୟ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବ୍ ଶୀଘ୍ର ନିଆଁକୁ ଆୟତ୍ତ କରାଯିବ। ୧୬୦ ଜଣ ଅଗ୍ନିଶମ କର୍ମଚାରୀ ନିଆଁଲିଭା କାମରେ…

ସତୀଶ କୌଶିକଙ୍କ ପରଲୋକ

ବଲିଉଡ ଅଭିନେତା ସତୀଶ କୌଶିକଙ୍କର  ସକାଳେ ପରଲୋକ ଘଟିଛି।  ମୃତ୍ୟୁ ବେଳଙ୍କୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ହୃଦ୍‌ଘାତରେ ତାଙ୍କର ପରଲୋକ ହୋଇଥିବା ଜଣାପଡିଛି। ସେ ଏକାଧାରରେ ଜଣେ ଲୋକପ୍ରିୟ ଅଭିନେତା, ନିର୍ଦ୍ଦେଶକ ଓ ପ୍ରଯୋଜକ ଥିଲେ। ସତୀଶ କୌଶିକ ୧୯୫୬ ମସିହା ଏପ୍ରିଲ ୧୩ ତାରିଖରେ…

ଅହମ୍ମଦାବାଦ ଟେଷ୍ଟ

ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ (ଡବ୍ଲ୍ୟୁଟିସି)ର ଫାଇନାଲରେ ପ୍ରବେଶ କରିବାକୁ ହେଲେ ମାର୍ଚ୍ଚ ୯ରୁ ଅହମ୍ମଦାବାଦରେ ଖେଳାଯିବାକୁ ଥିବା ଚତୁର୍ଥ ଟେଷ୍ଟ ମ୍ୟାଚ୍ ଜିତିବାକୁ ପଡ଼ିବ। ଇନ୍ଦୋରରେ ବିଜୟ ସହ ଅଷ୍ଟ୍ରେଲିଆ ଡବ୍ଲ୍ୟୁଟିସି ଫାଇନାଲକୁ ଟିକେଟ ସୁରକ୍ଷିତ କରିଛି । ବର୍ଡର-ଗାଭାସ୍କର ଟ୍ରଫିର…

ପୂର୍ବତଟ ରେଳପଥ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ 2023 ପାଳନ

ଆଜି ରେଳ ଅଡିଟୋରିୟମ ଠାରେ ପୂର୍ବତଟ ରେଳପଥ ଏବଂ ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନ (ଇକୋରୋ) ର ମିଳିତ ସହଯୋଗରେ ଆନ୍ତର୍ଜାତୀୟ ମହିଳା ଦିବସ 2023 ପାଳନ କରାଯାଇଥିଲା | ଏହି ଅବସରରେ ଯୋଗଦାନ କରି ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ମନୋଜ ଶର୍ମା ରେଳବାଇ ମହିଳାମାନଙ୍କୁ…

ପିଏମ୍‍ ଭାରତୀୟ ଜନ ଔଷଧି ପରିଯୋଜନା କୋଟି କୋଟି ଭାରତୀୟଙ୍କ ଚିକିତ୍ସା ଖର୍ଚ୍ଚ ଚିନ୍ତା ଦୂର କରିଛି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ପିଏମ୍‍ ଭାରତୀୟ ଜନ ଔଷଧି ପରିଯୋଜନା (ପିଏମବିଜେପି) ର ସଫଳତା ଅତ୍ୟନ୍ତ ସନ୍ତୋଷଜନକ ଅଟେ । ଶ୍ରୀ ମୋଦୀ କହିଛନ୍ତି ଯେ ଏହି ଯୋଜନା କେବଳ ଦେଶର କୋଟି କୋଟି ଲୋକଙ୍କ ଚିକିତ୍ସା ଖର୍ଚ୍ଚ ନେଇ ଥିବା ଚିନ୍ତାକୁ ଦୂର କରିନାହିଁ, ବରଂ ସେମାନଙ୍କ…

ଓଡ଼ିଶାର ଦୁଇଟି କୋଇଲା ଖଣି ନିଲାମ କଲା କୋଇଲା ମନ୍ତ୍ରଣାଳୟ

କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶାର ଦୁଇଟି କୋଇଲା ଖଣି ନିଲାମ କରାଯାଇଛି । ଗତ ମାସ ୨୭ ତାରିଖ ଠାରୁ ଆରମ୍ଭ ହୋଇଥିବା ଇ-ନିଲାମୀର ଅଷ୍ଟମ ଦିନରେ ଏହି ଖଣି ଦୁଇଟି ନିଲାମ ହୋଇଛି । ଏଥିମଧ୍ୟରୁ ଗୋଟିଏ ସିଏମଏସପି କୋଇଲା ଖଣି ହୋଇଥିବା ବେଳେ ଆଉ ଗୋଟିଏ ଏମଏମଡିଆର କୋଇଲା ଖଣି। ୫୦୦ ନିୟୁତ…

ଢାକା ବିଲ୍‌ଡିଂରେ ବିସ୍ଫୋରଣ ୧୪ ମୃତ

ବାଂଲାଦେଶର ରାଜଧାନୀ ଢାକାରେ ଥିବା ଏକ ୭ ମହଲା କୋଠାରେ  ବିସ୍ଫୋରଣ ଘଟି ୧୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦ରୁ ଅଧିକ ଆହତ ହୋଇଛନ୍ତି। ରିପୋର୍ଟରୁ ପ୍ରକାଶ, ସ୍ଥାନୀୟ ସମୟ ଅପରାହ୍ଣ ପ୍ରାୟ ୪ଟା ୫୦ରେ ହୋଇଥିବା ଏହି ବିସ୍ଫୋରଣ ପରେ ଅନେକ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ବିସ୍ଫୋରଣ ପରେ…

ତିହାର ଜେଲ୍‌ରେ ମନୀଷ ସିସୋଦିଆଙ୍କୁ ପ୍ରଶ୍ନ କରିବ ଇଡି

 ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପ୍ରଶ୍ନ କରିବ। ଏହାପୂର୍ବରୁ ତିହାର ଜେଲ୍‌ରେ ସିସୋଦିଆଙ୍କ ବିବୃତ୍ତି ରେକର୍ଡ କରିବାକୁ  କୋର୍ଟରେ ଅନୁମତି ମାଗିବାକୁ ଆବେଦନ କରିପାରେ। ଅର୍ଥ ହେରଫେର ରୋକିବାକୁ ଥିବା ଆକ୍ଟ ଅଧୀନରେ ସିସୋଦିଆଙ୍କ ବିବୃତ୍ତି…

କନରାଡ ସାଙ୍ଗମା ମେଘାଳୟର ମୁଖ୍ୟମନ୍ତ୍ରୀ

ଦ୍ୱିତୀୟ ଥର ପାଇଁ କନରାଡ ସାଙ୍ଗମା ମେଘାଳୟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ ।  ଲଗାତାର ଦ୍ୱିତୀୟ ଥର ପାଇଁ ମେଘାଳୟର ମୁଖ୍ୟମନ୍ତ୍ରୀ ଭାବରେ କୋନରାଡ ସାଙ୍ଗ ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା ଏବଂ ବିଜେପି ସଭାପତି ଜେପି ନାଡା ମଧ୍ୟ…

ଯାତ୍ରା ମଞ୍ଚରେ ଦ୍ୱିଅର୍ଥବୋଧକ ସଂଳାପ କହିପାରିବେନି କଳାକାର

ଯାତ୍ରା ମଞ୍ଚରେ ଆଉ ପରିବେଷଣ ହେବ ନାହିଁ ଅଶ୍ଳୀଳ ନୃତ୍ୟ । ଦ୍ୱିଅର୍ଥବୋଧକ ସଂଳାପ କହିପାରିବେନି କଳାକାର । ମେଲୋଡି କିମ୍ବା ନାଟକ ପରିବେଷଣ ସମୟରେ କଳାକାର ଓଡ଼ିଶାର ଗୌରବମୟ ସଂସ୍କୃତିକୁ ସମ୍ମାନ ଜଣାଇବେ ।ଯାତ୍ରାରେ ବଢୁଥିବା ଅଶ୍ଳୀଳତାକୁ ଦୃଷ୍ଟିରେ ରଖି ଏପରି କଟକଣା ଲଗାଇଛନ୍ତି ରାଜ୍ୟ…