ଆସିଲା ବୁର୍ଲା ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁଙ୍କ ପୋଷ୍ଟମର୍ଟମ ରିପୋର୍ଟ
ବୁର୍ଲା ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁ ପାଣିରେ ବୁଡ଼ି ପ୍ରାଣ ହରାଇଛନ୍ତି। ଭିମସାର୍ ପକ୍ଷରୁ ପୁଲିସକୁ ହସ୍ତାନ୍ତର କରାଯାଇଥିବା ପୋଷ୍ଟମର୍ଟମ ରିପୋର୍ଟରେ ଏହା ଉଲ୍ଲେଖ ରହିଛି। ତେବେ ଏହା ଆତ୍ମହତ୍ୟା ନା ହତ୍ୟା, ସେ ନେଇ ତଦନ୍ତ ଜାରି ରହିଛି ବୋଲି଼ ସୂଚନା ଦେଇଛନ୍ତି ସମ୍ବଲପୁର…