‘ମନ୍ନତ’ରେ ପ୍ରବେଶ କଲେ ୨ ଯୁବକ

ମୁମ୍ବାଇ: ଶାହାରୁଖ୍‌ ଖାନ୍‌ ମୁମ୍ବାଇସ୍ଥିତ ବଙ୍ଗଳା ‘ମନ୍ନତ୍’ରେ ୨ଜଣ ଯୁବକ ପ୍ରବେଶ କରିଥିବା ପୁଲିସ କହିଛି। ବାନ୍ଦ୍ରା ପୁଲିସର ଜଣେ ଅଧିକାରୀଙ୍କ କହିବା ଅନୁସାରେ, ବାହାର ପାଚେରି ଚଢ଼ି ‘ମନ୍ନତ’ ପରିସରକୁ ପ୍ରବେଶ କରିଥିବା ୨ଜଣ ଯୁବକଙ୍କୁ ‘ସିକ୍ୟୁରିଟି ଗାର୍ଡ’ମାନେ ଧରି ପକାଇଥିଲେ।…

ଭାରତକୁ ପରାସ୍ତ କଲା ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ:  ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୪ ଶୃଙ୍ଖଳାବିଶିଷ୍ଟ ‘ବର୍ଡର୍‌-ଗାଭାସ୍କର୍‌ ଟ୍ରଫି’ର ୩ୟ ଟେଷ୍ଟ୍‌ ମ୍ୟାଚ୍‌ରେ  ଅଷ୍ଟ୍ରେଲିଆ ଭାରତକୁ ୯ ୱିକେଟ୍‌ରେ ପରାସ୍ତ କରିଛି।ଏହି ମ୍ୟାଚ୍‌ ଜିଣିବା ଲାଗି ଅଷ୍ଟ୍ରେଲିଆ ମାତ୍ର ୭୬ ରନ୍‌ ଆବଶ୍ୟକ କରୁଥିଲା। ଆଜି ଖେଳ ଆରମ୍ଭର…

ଓଡ଼ିଶା ଆସୁଛନ୍ତି ମୋଦୀ-ଶାହ-ନଡ୍ଡା!

ଭୁବନେଶ୍ୱର: ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଚଳିତ ବର୍ଷ ୯ଟି ରାଜ୍ୟରେ ବିଧାନସଭା ନିର୍ବାଚନରେ କେନ୍ଦ୍ରରେ କ୍ଷମତାସୀନ ଥିବା ବିଜେପି ନିଜର ଶକ୍ତି ପରୀକ୍ଷା କରିବ । ତେବେ ଏହା ମଧ୍ୟରେ ଗତକାଲି ୩ଟି ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି । ତ୍ରିପୁରା ଓ ନାଗାଲାଣ୍ଡରେ…

ପୋଲିସ ଆକ୍ରମଣ ପ୍ରସଙ୍ଗରେ ବିଭିନ୍ନ ଥାନାରେ ବିଜେପିର ଏତଲା

ମନ୍ତ୍ରୀ ନବ ଦାସଙ୍କ ହତ୍ୟା ପରେ ଆଇନଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଉଠିଥିବା ବିବାଦ ଏବେ ନୂଆ ମୋଡ ନେଇଛି । ଲୋୟର ପିଏମଜିରେ ବିଜେପିର ଆନ୍ଦୋଳନବେଳେ ହୋଇଥିବା ଖଣ୍ଡଯୁଦ୍ଧରେ ପୁଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବିରୋଧର ଦଳ ଦେଇଥିବା ଏତଲା ପୁଲିସ ଗ୍ରହଣ କରିନଥିବା ଅଭିଯୋଗ ହୋଇଛି । ଏହାର…

ରନ୍ଧନ ଗ୍ୟାସ ଦରବୃଦ୍ଧିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲା ବିଜେଡି

ରନ୍ଧନ ଗ୍ୟାସ ଦରବୃଦ୍ଧିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲା ବିଜେଡି । ବାରମ୍ବାର ରୋଷେଇ ଗ୍ୟାସ ଦର ବୃଦ୍ଧି କରି କେନ୍ଦ୍ର ସରକାର ରୋଷେଇ ଶାଳ ଉପରେ ମାଡ କରିଛନ୍ତି । ଜନ ଅସନ୍ତୋଷକୁ ନେଇ ରାଜଭବନ ଆଗରେ ଚୁଲି ଜାଳି ବିଜୁ ମହିଳା ଜନତା ଦଳ ବିକ୍ଷୋଭ ପ୍ରଦର୍ଶନ କରୁଛି । ରାଜଭବନ ଆଗରେ ବିରୋଧ…

ବାରିପଦା ଜଗନ୍ନାଥ ମନ୍ଦିର କାର୍ଯ୍ୟ ବୁଲି ଦେଖିଲେ 5T ସଚିବ ଭି କେ ପାଣ୍ଡିଆନ

ବାରିପଦାରେ ୫-ଟି ସଚିବ ଭିକେ ପାଣ୍ଡିଆନ୍ । ଆଜି ଶୁକ୍ରବାର ମୟୂରଭଞ୍ଜ ଗସ୍ତର ଦ୍ୱିତୀୟ ଦିନରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ସେହିଭଳି ବାରିପଦାରେ ପହଞ୍ଚି ଶ୍ରୀହରି ବଳଦେବଜିଉଙ୍କ ଦର୍ଶନ କରିବା ସହିତ ୫-ଟି ସଚିବ ପୂଜାର୍ଚ୍ଚନା କରିଛନ୍ତି ।ମହୁଲଡିହାସ୍ଥିତ ବଡବନ୍ଧ…

ତ୍ରିପୁରା କିମ୍ବା ନାଗାଲାଣ୍ଡ ନୁହେଁ, ମେଘାଳୟରେ ମଧ୍ୟ ସରକାର ଗଠନ କରିବ ବିଜେପି

ମେଘାଳୟରେ ମଧ୍ୟ ସରକାର ଗଠନ କରିବ ବିଜେପି। ମେଘାଳୟରେ ଦଳ ମାତ୍ର ୩ଟି ଆସନ ଜିତିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ କନରାଡ ସାଙ୍ଗମାଙ୍କ ଏନପିପି ସହ ମିଶି ସରକାର ଗଠନରେ ସହାୟତା କରିବ।  ମେଘାଳୟ ବିଧାନସଭା ନିର୍ବାଚନରେ କୌଣସି ଦଳକୁ ସରକାର ଗଠନ ପାଇଁ ସ୍ପଷ୍ଟ ସଂଖ୍ୟା ଗରିଷ୍ଠତା ମିଳିନାହିଁ।…

ନିର୍ବାଚନ କମିଶନରଙ୍କ ନିଯୁକ୍ତି ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ମୁଖ୍ୟ ନିର୍ବାଚନ କମିଶନର  ନିଯୁକ୍ତି ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି। ପ୍ରଧାନମନ୍ତ୍ରୀ, ବିରୋଧୀଦଳ ନେତା ଓ ପ୍ରଧାନବିଚାରପତିଙ୍କୁ ନେଇ ଗଠିତ କମିଟି ମୁଖ୍ୟ ନିର୍ବାଚନ କମିଶନର ଓ ନିର୍ବାଚନ କମିଶନରଙ୍କୁ ଚୟନ କରିବେ। ଏମାନଙ୍କ ସୁପାରିଶକ୍ରମେ ସିଇସି ଓ ଇସିଙ୍କୁ…

ଜିତିବା ପାଇଁ ୭୬ ରନର ପିଛା କରିବ ଅଷ୍ଟ୍ରେଲିଆ,ଆଇସିସି ଟେଷ୍ଟ ମାନ୍ୟତାରେ ଅଶ୍ବିନ ୧ନଂ ବୋଲର

ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ତୃତୀୟ  ଟେଷ୍ଟ ମ୍ୟାଚର ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା କଙ୍ଗାରୁ ଟିମ୍ ଖୁବ୍ ମଜଭୁତ ସ୍ଥିତିରେ ରହିଛି । ଆସନ୍ତାକାଲି ତୃତୀୟ ଦିନରେ ଅଷ୍ଟ୍ରେଲିଆ ଯଦି ୭୬ ରନ୍ ହାସଲ କରିନେବ ତେବେ ମ୍ୟାଚ୍ ନିଜ ନାଁରେ କରିବାରେ ସଫଳ ହେବ । ଅଷ୍ଟ୍ରେଲିଆ ଟିମ…

ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର

ଦୁର୍ଦ୍ଦାନ୍ତ ଅପରାଧୀକୁ ପୁଲିସର ଏନକାଉଣ୍ଟର କରିଛି। ଆଜି ଦୁର୍ଦ୍ଦାନ୍ତ ଅପରାଧୀ ଶଙ୍କର ଓରଫ ଦୀପକ ନାୟକକୁ ପୁଲିସ ଏନକାଉଣ୍ଟର କରିଥିବା ସୂଚନା ମିଳିଛି। ବିଡ଼ାନାସୀ ଭୁଆଶୁଣୀ ପଠାରେ ସ୍ପେଶାଲ ସ୍କ୍ବାଡ ଦୁର୍ଦ୍ଦାନ୍ତ ଅପରାଧୀ ଶଙ୍କର ଓରଫ ଦୀପକ ନାୟକକୁ ପୁଲିସ ଏନକାଉଣ୍ଟର କରିଛି। ଶଙ୍କର…