ନୂଆ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ୱ ନେବେ ପ୍ରଦୀପ ଜେନା

ଭୁବନେଶ୍ବର: ଆଜି ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେବେ ୧୯୮୯ ବ୍ୟାଚ IAS ଅଫିସର ଆଇଏଏସ ପ୍ରଦୀପ ଜେନା । ୧୯୯୧ରେ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ର ସବ-କଲେକ୍ଟର ଭାବେ କ୍ୟାରିଅର ଆରମ୍ଭ କରିଥିଲେ ପ୍ରଦୀପ । ପରେ କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାପାଳ ମଧ୍ୟ ହୋଇଥିଲେ । ବିଭିନ୍ନ କ୍ଷେତ୍ରରେ…

ପୁଲୱାମାରେ ଜଣେ ଆତଙ୍କବାଦୀକୁ ନିପାତ କରିଛନ୍ତି ଯବାନ

ଶ୍ରୀନଗର: ପ୍ରତିଶୋଧ ନେଲେ ଜମ୍ମୁ ସୁରକ୍ଷା କର୍ମୀ । ପୁଲୱାମାରେ ଜଣେ ଆତଙ୍କବାଦୀକୁ ନିପାତ କରିଛନ୍ତି ଯବାନ । ରବିବାର ଆତଙ୍କବାଦୀ ଜଣେ କାଶ୍ମୀର ପଣ୍ଡିତଙ୍କୁ ମାରି ଦେଇଥିଲେ । ଦିନକ ପରେ ସୁରକ୍ଷା କର୍ମୀ ଜଣେ ଆତଙ୍କବାଦୀକୁ ଏନକାଉଣ୍ଟର କରିଛନ୍ତି । ଆଜି ପୁଲୱାମା ଅବନ୍ତିପୁରା ଅଞ୍ଚଳରେ…

ଆସନ୍ତା ୪ ରୁ ୫ ଦିନ ମଧ୍ୟରେ ଆହୁରି ବଢିବ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଉପରମୁହାଁ ପାରଦ । ଆସନ୍ତା ୪ ରୁ ୫ ଦିନ ମଧ୍ୟରେ ଆହୁରି ବଢିବ ତାପମାତ୍ରା । ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବଢିବ ।…

ଆସନ୍ତା କାଲିଠାରୁ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ ଉନ୍ନୟନ କମିଶନର ପ୍ରଦୀପ ଜେନା

ଭୁବନେଶ୍ୱର: ଆଜି ସରିବ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ । ଆସନ୍ତା କାଲିଠାରୁ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ ଉନ୍ନୟନ କମିଶନର ପ୍ରଦୀପ ଜେନା । ୧୯୮୯ ବ୍ୟାଚ IAS ଅଫିସର ପ୍ରଦୀପ କୁମାର ଜେନା ମୁଖ୍ୟ ଶାସନ ସଚିବ ଭାବେ ପଦଭାର ଗ୍ରହଣ କରିବେ । ସୁରେଶ ମହାପାତ୍ରଙ୍କ…

ଆଜି ଅପରାହ୍ନରେ ବିଧାନସଭାରେ ବଜେଟ ଅଧିବେଶନ

ଭୁବନେଶ୍ୱର: ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଆଗତ ବଜେଟ ଉପରେ ବିଧାନସଭାରେ ଜାରି ରହିଛି ଆଲୋଚନା । ଆଜି ଅପରାହ୍ନରେ ଦ୍ବିତୀୟ ଦିନରେ ଆଲୋଚନା ହେବ । ଆସନ୍ତାକାଲି ଆଲୋଚନାର ଶେଷ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ଉତ୍ତର ରଖିବେ । ସୋମବାର ବିଧାନସଭାରେ ବାଚସ୍ପତି ଘୋଷଣା କରିଥିବା…

ଯୁକ୍ତ ଦୁଇ ପରୀକ୍ଷା ଆସନ୍ତାକାଲିଠୁ ଆରମ୍ଭ

ଆସନ୍ତାକାଲିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା । ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି । ଆଜି ସନ୍ଧ୍ୟା ସୁଦ୍ଧା ୨୦୨ଟି ହବ୍ରେ ପ୍ରଶ୍ନପତ୍ର ସହ ଅନ୍ୟାନ୍ୟ ଜରୁରୀ କାଗଜପତ୍ର ପହଞ୍ଚିବ । ହେଲେ ଏସବୁ ଭିତରେ ଅଧ୍ୟାପକଙ୍କ ଆନ୍ଦୋଳନ ସରକାରଙ୍କୁ ଚିନ୍ତାରେ ପକାଇଦେଇଛି । କାରଣ ଏବେ…

ବାଲେଶ୍ୱର ଏସିଡ ପୀଡିତା ବନିତା ସିଂଙ୍କ ଅନ୍ତିମ ସଂସ୍କାର ହିନ୍ଦୁ ରୀତିନୀତିରେ ସଂପନ୍ନ

ବାଲେଶ୍ୱର ଏସିଡ ପୀଡିତା ବନିତା ସିଂଙ୍କ ଅନ୍ତିମ ସଂସ୍କାର ହିନ୍ଦୁ ରୀତିନୀତିରେ ସଂପନ୍ନ ହୋଇଛି । ଶୋକାକୂଳ ପରିବେଶ ଭିତରେ ଭୀମପୁର ଗାଁରେ ତାଙ୍କର ଶେଷକୃତ୍ୟ କରାଯାଇଛି । ଗତକାଲି ଶବବ୍ୟବଚ୍ଛେଦ ପରେ କଟକରୁ ଭୀମପୁରକୁ ଅଣାଯାଇଥିଲା ବନିତାଙ୍କ ପାର୍ଥିବ ଶରୀର । ଗାଁରେ ମୃତଦେହ ପହଞ୍ଚିବା…

ଗିରଫ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

ଗିରଫ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ । ଏବେ ଦିଲ୍ଳୀରେ କିପରି ହେବ କାମ? ସରକାରୀ କାର୍ଯ୍ୟ ଠାରୁ ଯେଉଁ ବିଭାଗର ଦାୟିତ୍ୱ ସମ୍ଭାଳିଥିଲେ ତାହା ଏବେ କିପରି କାର୍ଯ୍ୟକାରୀ ହେବ ତାହାକୁ ନେଇ ଏବେ ପ୍ରଶ୍ନ ଉଠୁଛି । ଡେପୁଟି ସିଏମ୍ ମନୀଷ ସିସୋଡିଆ ଗିରଫ ହେବା ପରେ ସବୁଠାରୁ ଚର୍ଚ୍ଚା ହେଉଛି…

ଗୁଳିମାଡ଼ରେ ଢାବା ମାଲିକ ମୃତ

ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଥାନା ଅନ୍ତର୍ଗତ ମାଲଦା ଗ୍ରାମର ସରକାରୀ ଧର୍ମକଣ୍ଟା ନିକଟରେ ଥିବା ଏକ ଢାବାର ମାଲିକଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଗୁଳିମାଡ଼ରେ ତାଙ୍କର ଜଣେ ସହଯୋଗୀ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତିଙ୍କ ନାଁ ରମେଶ ଚାତମ୍ବା। ଗୁରୁତର ଆହତ ତାଙ୍କ ସହଯୋଗୀଙ୍କ ନାଁ ରାମ…

ଆଜି ମିଳିବ ପିଏମ୍ କିଷାନର ୧୩ତମ କିସ୍ତି

ପିଏମ୍ କିଷାନ  ସମ୍ମାନ ନିଧି (ପିଏମ୍-କିଷାନ) ଯୋଜନାର ୧୩ତମ କିସ୍ତି ସହାୟତା ରାଶି ଆଜି ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ୮କୋଟିରୁ ଅଧିକ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ମୋଟ ୧୬,୮୦୦ କୋଟି ଟଙ୍କା ଡିବିଟି ମାଧ୍ୟମରେ ପ୍ରଦାନ କରିବେ। ପ୍ରତ୍ୟେକ କୃଷକଙ୍କୁ ୨୦୦୦…