ମେଘାଳୟ ଓ ନାଗାଲାଣ୍ଡ ବିଧାନସଭା ନିର୍ବାଚନ
ମେଘାଳୟ ଓ ନାଗାଲାଣ୍ଡ ବିଧାନସଭା ନିର୍ବାଚନ ନିମନ୍ତେ ସକାଳ ୭ଟାରୁ ଭୋଟ ଗ୍ରହଣ ଜାରି ରହିଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ। ଉଭୟ ରାଜ୍ୟର ବିଧାନସଭା ଆସନ ୬୦ ଲେଖାଏଁ ହୋଇଥିବାବେଳେ ୫୯ଟି ଲେଖାଏଁ ଆସନ…