ଆଜି ମହାଶିବରାତ୍ରି

ଭୁବନେଶ୍ବର: ଆଜି ମହାଶିବରାତ୍ରି। ଏହି ଉପଲକ୍ଷେ ସାରା ରାଜ୍ୟର ପ୍ରମୁଖ ଶୈବପୀଠ ଚଳଚଞ୍ଚଳ ହୋଇଉଠିଛି। ରାଜଧାନୀର ଲିଙ୍ଗରାଜ ମନ୍ଦିର, କଟକର ଧବଳେଶ୍ବର, ଗଡ଼ଗଡ଼େଶ୍ବର ପୀଠ, ଭଦ୍ରକର ଆଖଣ୍ଡଳମଣି, ଢେଙ୍କାନାଳର କପିଳାସ, ନୟାଗଡ଼ର ଲଡ଼ୁବାବା ପୀଠ, ସମ୍ବଲପୁରର ପ୍ରସିଦ୍ଧ ଶୈବ ପୀଠ ହୁମା…

ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ଶୈବପୀଠ

ଆସନ୍ତାକାଲି ମହାଶିବରାତ୍ରୀ । ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ଶୈବପୀଠ । ମହାଶିବରାତ୍ରି ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିର ଓ ଆଖପାଖ ଅଞ୍ଚଳକୁ ସଜାଇବାକୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ସିଂହଦ୍ବାରକୁ ଅଧିକ ଆକର୍ଷଣୀୟ କରିବାକୁ ବଡ଼ ଯୋଜନା କରାଯାଇଛି। ମନ୍ଦିର ରଙ୍ଗ କାମ ସରିଛି ।…

ବର୍ଡର-ଗାଭାସ୍କର ଟ୍ରଫି ଶୃଙ୍ଖଳାର ଆଜି ଦ୍ୱିତୀୟ ଟେଷ୍ଟ

ବର୍ଡର-ଗାଭାସ୍କର ଟ୍ରଫି ଶୃଙ୍ଖଳାର ଆଜି ଦ୍ୱିତୀୟ ଟେଷ୍ଟ । ଦିଲ୍ଲୀର ଫିରୋଜ ଶାହ କୋଟଲାରେ ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ । ନାଗପୁରରେ ଏକତରଫା ବିଜୟ ପରେ ଦିଲ୍ଲୀରେ ମ୍ୟାଚ ଜିତିବାକୁ ଲକ୍ଷ୍ୟ ରଖିଛି ରୋହିତ ବାହିନୀ । ତେବେ ଆହତ ସମସ୍ୟା ଏବଂ ଭାରତୀୟ ସ୍ପିନରଙ୍କୁ ଖେଳିବାର…

ୟୁଟ୍ୟୁବର ନୁଆ ସିଇଓ ହେଲେ ଭାରତୀୟ ବଂଶୋଦ୍ଭବ ନିଲ ମୋହନ

ୟୁଟ୍ୟୁବର ନୂଆ ସିଇଓ ହେଲେ ଭାରତୀୟ ବଂଶୋଦ୍ଭବ ନିଲ ମୋହନ । ୯ ବର୍ଷ ଧରି ଏହି ପଦରେ ରହିବା ପରେ ଗତକାଲି ସୁସାନ ୱଜସିକି ଇସ୍ତଫା ଦେଇଛନ୍ତି । ଏହାପରେ ଗୁଗୁଲ ପକ୍ଷରୁ ନିଲ ମୋହନଙ୍କୁ ନିଯୁକ୍ତି ମିଳିିଛି । ଏହାପୂର୍ବରୁ ନୀଲ ମୋହନ ୨୦୧୫ରୁ ୟୁଟ୍ୟୁବର ଚିଫ ପ୍ରଡକ୍ଚ ଅଫିସର ଦାୟିତ୍ୱରେ ଥିଲେ ।…

ନିଜର ସରଳ ଜୀବନ ଶୈଳୀକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ

ଦିଲ୍ଲୀରେ ମାଟି ଘର ତିଆରି କରି ପୁଣି ଥରେ ନିଜର ସରଳ ଜୀବନ ଶୈଳୀକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ନିଜ ସରକାରୀ କ୍ୱାଟରରେ ମାଟି ଘର କରୁଛନ୍ତି । ସେ କହିଛନ୍ତି, ମାଟିରେ ଜୀବନର ସ୍ପନ୍ଦନ ରହିଛି । କୋଠା ଘର ଅପେକ୍ଷା ମାଟି ଘର ଜୀବନ୍ତ ଲାଗେ । କ୍ୱାର୍ଟରରେ ତାଙ୍କର…

କ୍ରାଇମବ୍ରାଞ୍ଚ ତଦନ୍ତ ନେଇ ମୁହଁ ଖୋଲିଲେ ନବଙ୍କ ଝିଅ ଦୀପାଳି ଦାସ

ମନ୍ତ୍ରୀ ନବ କିଶୋର ଦାସ ଦାସଙ୍କ ହତ୍ୟାକାଣ୍ଡକୁ ୧୯ ଦିନ ବିତି ଗଲାଣି । ଆଜିଯାଏ କ୍ରାଇମବ୍ରାଞ୍ଚ ତଦନ୍ତକୁ ନେଇ ନବଙ୍କ ପରିବାର କୌଣସି ପ୍ରତିକ୍ରିୟା ରଖିନାହାନ୍ତି । ତେବେ ପ୍ରଥମଥର ପାଇଁ ମୁହଁ ଖୋଲିଛନ୍ତି ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦିପାଳୀ ଦାସ । କହିଛନ୍ତି, କ୍ରାଇମବ୍ରାଞ୍ଚ…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଅର୍ଥମନ୍ତ୍ରୀ ନୀର୍ମଳା ସୀତାରମଣ

ଓଡିଶାରେ ୬ କେନ୍ଦ୍ରମନ୍ତ୍ରୀ । ମୋଦୀ ସରକାରର ଦୁଇ ଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ୪ ରାଷ୍ଟ୍ରମନ୍ତ୍ରୀ ଏବେ ଓଡିଶାରେ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପୋଷ୍ଟ ବଜେଟ ଆଲୋଚନା କାର୍ଯ୍ୟକ୍ରମ ଗସ୍ତରେ ଥିବା ବେଳେ ତାଙ୍କ ସହିତ ରହିଛନ୍ତି ଅର୍ଥ ମନ୍ତ୍ରାଳୟର ରାଷ୍ଟ୍ର ମନ୍ତ୍ରୀ ପଙ୍କଜ ଚୌଧୁରୀ…

ଆଇପିସି, ସିଆରପିସି, ଫରେନସିକ ଓ ଏଭିଡେନ୍ସ ଆଇନର ସଂଶୋଧନ କରିବେ ସରକାର

କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ଗୁରୁବାର ଦିନ ଦିଲ୍ଲୀ ପୋଲିସ ସ୍ଥାପନା ଦିବସରେ ଯୋଗ ଦେଇ ବଡ ଘୋଷଣା କରିଛନ୍ତି । ସେ କହିଛନ୍ତି କି ଭାରତୀୟ ଦଣ୍ଡ ସଂହିତା ଆଇନ ଓ ଅପରାଧିକ ପ୍ରକ୍ରିୟା ସଂହିତା ଆଇନ ସହ ଏଭିଡେନ୍ସ ଆକ୍ଟର କିଛି ଆଇନ ସଂଶୋଧନ କରାଯିବ ।ସେ କହିଥିଲେ କି, ସ୍ୱାଧୀନତା…

ଭୁବନେଶ୍ୱର ଠାରେ ଷ୍ଟାର୍ସ କାର୍ଯ୍ୟକ୍ରମର ମଧ୍ୟବର୍ତ୍ତୀକାଳୀନ ସମୀକ୍ଷା ବୈଠକ ଅନୁଷ୍ଠିତ

ସ୍କୁଲ ଶିକ୍ଷାକୁ ମଜଭୂତ୍ କରିବା, ସମାଜର ଆର୍ଥିକ ଦୃଷ୍ଟିରୁ ପଛୁଆ ଛାତ୍ରଛାତ୍ରୀଙ୍କୁ ସଶକ୍ତ କରିବା ଏବଂ ଶିକ୍ଷକଙ୍କୁ ଉତ୍ତମ ତାଲିମ ପ୍ରଦାନ କରିବା ଦିଗରେ ଭୁବନେଶ୍ୱର ଠାରେ ଷ୍ଟାର୍ସ (ଷ୍ଟ୍ରେନ୍ଦେନିଂ ଟିଚିଂ-ଲର୍ଣ୍ଣିଂ- ଆଣ୍ଡ୍ ରେଜଲ୍ଟ ଫର୍ ଷ୍ଟେଟ୍ସ) କାର୍ଯ୍ୟକ୍ରମର ମଧ୍ୟବର୍ତ୍ତୀକାଳୀନ…

ଆଜି ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି

ପୁରୀ: ଆଜି ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ ହୋଇଯାଇଛି । ବର୍ଷର ଏହି ଗୋଟିଏ ଦିନ ପ୍ରଭୁ ଶ୍ରୀଲୋକନାଥଙ୍କ ଗମ୍ଭୀରା ଭିତରକୁ ଯାଇ ଭକ୍ତ ଓ ଶ୍ରଦ୍ଧାଳୁ ଦର୍ଶନ କରିଛନ୍ତି । ଭାରତବର୍ଷର ଅନ୍ୟ କୌଣସି ଶୈବପୀଠ କିମ୍ୱା…