ବିଜେଡିରୁ ରାଜ୍ୟସଭା ଯିବାକୁ ଚାହୁଁଥିଲେ ବିଜୟ: ବିଜେଡି
କଂଗ୍ରେସ ଦଳରେ ଯୋଗ ଦେଇଥିବା ଅବସରପ୍ରାପ୍ତ ପ୍ରଶାସକ ବିଜୟ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛି ବିଜେଡି । ବିଜେଡି ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି ଶ୍ରୀ ପଟ୍ଟନାୟକ କଂଗ୍ରେସ ନୁହେଁ, ବିଜେପିର ମୁଖପାତ୍ର ଭଳି କଥା ହେଉଛନ୍ତି। ସରକାରୀ ଚାକିରିରୁ ଅବସର ନେବା ପରେ ସେ ରାଜନୀତିରେ…