ବାହୁଡ଼ିଲେ ଶ୍ରୀଜିଉ : ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ
ପୁରୀ: ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ । ପ୍ରଥମେ ପ୍ରଭୁ ବଳଭଦ୍ର, ପରେ ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ରଥ ସିଂହଦ୍ବାର ସମ୍ମୁଖରେ ଲାଗିଥିଲା । ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଭିତରେ ଘଣ୍ଟ ଘଣ୍ଟା, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହେଉଥିଲା…