ଛତିଶଗଡ଼ର ନୂଆ ରାଜ୍ୟପାଳ ହେଲେ ବିଶ୍ୱଭୂଷଣ ହରିଚନ୍ଦନ
ଓଡ଼ିଶା ରାଜନୀତିର ପରିଚିତ ନେତା ତଥା ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଛତିଶଗଡ଼ର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଛତିଶଗଡ଼ର ନୂଆ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ମୋଦି ସରକାରଙ୍କ ସମୟରେ ସେ ଦୁଇଟି…