ସୁଆଣ୍ଡୋରେ ଉନ୍ନୟନ କାମ ବୁଲି ଦେଖିଲେ ଫାଇଭ ଟି ସଚିବ
ନୂଆ ରୂପ ପାଉଛି ଉତ୍କଳମଣି ଗୋପବନ୍ଧୁଙ୍କ ଜନ୍ମପୀଠ । ପୁରୀ ଜିଲ୍ଲା ସୁଆଣ୍ଡୋରେ ରାଜ୍ୟ ସରକାରଙ୍କ ପକ୍ଷରୁ ପଣ୍ଡିତ ଗୋପବନ୍ଧୁ ଜନ୍ମପୀଠକୁ ପୁନଃବିକଶିତ କରାଯାଉଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଫାଇଭ ଟି ସଚିବ ଭିକେ ପାଣ୍ଡିଆନ ସୁଆଣ୍ଡୋ ସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି…