ପ୍ରକାଶ ପାଇଲା ଜେଇଇ ମେନ ସେସେନ-୧ ପରୀକ୍ଷା ଫଳ

ନୂଆଦିଲ୍ଲୀ : ପ୍ରକାଶ ପାଇଲା ଜେଇଇ ମେନ ସେସେନ-୧ ପରୀକ୍ଷା ଫଳ ।  ଦେଶର ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ନାମ ଲେଖାଇବା ପାଇଁ ନେସ୍‌ନାଲ୍‌ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ କରାଯାଇଥିବା ଜେଇଇ ମେନ୍‌-୨୦୨୩ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। NTA JEEର ଅଫିସିଆଲ ଓ୍ବେବସାଇଟ …

ଗୋପାଳ ମୁହଁରୁ ସତ ଆଦାୟ କରିବାକୁ ଛାନବିନ ଚଳାଇଛି କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା : ଗୋପାଳ ମୁହଁରୁ ସତ ଆଦାୟ କରିବାକୁ ଛାନବିନ ଚଳାଇଛି କ୍ରାଇମବ୍ରାଞ୍ଚ । ସବୁ ଦିଗରୁ ତଦନ୍ତ କରି ଅଭିଯୁକ୍ତକୁ ହେଉଛି ଘନଘନ ଜେରା । ଦ୍ବିତୀୟ ପର୍ଯ୍ୟାୟ ରିମାଣ୍ଡର ଆଜି ହେଉଛି ତୃତୀୟ ଦିନ । ଗୋପାଳର ମାନସିକ ସ୍ଥିତି ଯାଞ୍ଚ ପାଇଁ ଝାରସୁଗୁଡ଼ାରେ ପହଞ୍ଚିଛନ୍ତି ନିମହାନ୍ସ ଟିମ୍…

ଦିଲ୍ଲୀ ଯିବେ ଅଭିନେତା ପିଣ୍ଟୁ ନନ୍ଦ

ଭୁବନେଶ୍ୱର:  ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ ଆସନ୍ତା କାଲି ଦିଲ୍ଲୀ ଯିବେ ଚିକିତ୍ସା ହେବା ପାଇଁ ।  ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସିତ ହେଉଛନ୍ତି ପିଣ୍ଟୁ। କ୍ରୋନିକ୍ ହେପାଟାଇଟିସରେ ପୀଡ଼ିତ ହୋଇ ପିଣ୍ଟୁଙ୍କର ଲିଭର ନଷ୍ଟ ହୋଇଛି।…

ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତକୁ ନେଇ ପ୍ରସ୍ତୁତି ବୈଠକ

ଭୁବନେଶ୍ବର:  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦୁଇ ଦିନିଆ ଗସ୍ତକୁ ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇଛି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏ ସଂପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ସଚିବାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ।…

ପୂର୍ବତଟ ରେଳପଥ 310 ଦିନରେ 200 ନିୟୁତ ଟନ ରୁ ଅଧିକ ପଣ୍ୟ ବୋଝେଇ କରିପାରିଛି

ପୂର୍ବତଟ ରେଳପଥ ଚଳିତ ଆର୍ଥିକ ବର୍ଷର (2022-23 ଆର୍ଥିକ ବର୍ଷରେ) ମାତ୍ର 310 ଦିନରେ ତଥା ଆର୍ଥିକ ବର୍ଷ ସମାପ୍ତ ହେବାର 55 ଦିନ ପୂର୍ବରୁ ଏହାର ପରିସୀମା ମଧ୍ୟରୁ 200.43 ନିୟୁତ ଟନ୍ ପଣ୍ୟ ବୋଝେଇ କରି ଏକ ନୂତନ ରେକର୍ଡ ସୃଷ୍ଟି କରିଛି | ଏହି ଆକଳନ ହାସଲ କରିବାକୁ 2021-22 ଆର୍ଥିକ…

ତୁମକୁରୁରେ ହାଲ୍‍ ହେଲିକାପ୍ଟର କାରଖାନାକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତୁମକୁରୁରେ ହାଲ ହେଲିକାପ୍ଟର କାରଖାନାକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି । ସେ ତୁମକୁରୁ ଇଣ୍ଡଷ୍ଟ୍ରିଆଲ୍ ଟାଉନସିପ୍ ଏବଂ ତୁମକୁରୁର ତିପତୁର ଏବଂ ଚିକ୍କନାୟାକାନାହଲ୍ଲୀ ଠାରେ ଦୁଇଟି ଜଳ ଜୀବନ ମିଶନ୍ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ…

‘ଯୁବା ସଂଗମ’ ପୋର୍ଟାଲର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ଉତ୍ତର-ପୂର୍ବ ଏବଂ ଭାରତର ଅନ୍ୟାନ୍ୟ ଅଞ୍ଚଳ ମଧ୍ୟରେ ସମ୍ପର୍କକୁ ସୁଦୃଢ଼ କରିବା ଦିଗରେ ‘ଯୁବା ସଂଗମ’ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଅନନ୍ୟ ପଦକ୍ଷେପ । ‘ଯୁବା ସଂଗମ’ ଭଳି ଅଭିନବ ପଦକ୍ଷେପ ଅମୃତ କାଳରେ ‘ଭାରତର ଭାବନା’କୁ ଦୃଢୀଭୂତ କରିବ ବୋଲି ସୋମବାର ନୂଆଦିଲ୍ଲୀ ଠାରେ ଏହି…

ତୁର୍କୀ ଭୂମିକମ୍ପ: ୫୬୮ ମୃତ

 ତୁର୍କୀରେ ସଂଘଠିତ ୭.୮ ତୀବ୍ରତାସମ୍ପନ୍ନ ଭୂମିକମ୍ପ ଯୋଗୁଁ ଏପର୍ଯ୍ୟନ୍ତ ଅନ୍ୟୂନ ୫୬୮ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି  । ଏହି ସଂଖ୍ୟା ଆହୁରି ବୃଦ୍ଧି ପାଇବାର ସମ୍ଭାବନା ରହିଛି। କାରଣ ଲୋକେ ଶୋଇଥିବା ବ‌େଳେ ଭୂମିକମ୍ପ ସଂଘଠିତ ହୋଇଛି । ମାଲାତିୟା ପ୍ରଦେଶରେ ଅନ୍ୟୂନ ୧୩୦ଟି କୋଠାଘର…

ନବ ଦାସଙ୍କ ମୃତ୍ୟୁ ନେଇ ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ନେଇ ଓଡ଼ିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ସିବିଆଇ ତଦନ୍ତ ଦାବି କରାଯାଇ ଏହି ମାମଲା ଦାୟର କରିଛନ୍ତି ଭାରତୀୟ ବିକାଶ ପରିଷଦ। ଆଜି ପର୍ଯ୍ୟନ୍ତ କ୍ରାଇମବ୍ରାଞ୍ଚ ଗୋପାଳ କାହିଁକି ନବ ଦାସଙ୍କୁ ଗୁଳିକରି ହତ୍ୟା କଲା ତାହା…

୫ଜଣ ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଲେ ପ୍ରଧାନ ବିଚାରପତି ଚନ୍ଦ୍ରଚୂଡ଼

ସୁପ୍ରିମ୍‌ କୋର୍ଟ ପାଇଁ ନବ ନିଯୁକ୍ତ ୫ଜଣ ବିଚାରପତି ଶପଥ ନେଇଛନ୍ତି । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼ ଶପଥ ପାଠ କରାଇଛନ୍ତି।  ଜଷ୍ଟିସ୍‌ ପଙ୍କଜ ମିଥଲ୍‌, ଜଷ୍ଟିସ୍‌ ସଞ୍ଜୟ କରୋଲ୍‌, ଜଷ୍ଟିସ୍‌ ପି. ଭି. ସଞ୍ଜୟ କୁମାର, ଜଷ୍ଟିସ୍‌ ଅସାନୁଦ୍ଦୀନ ଅମନୁଲ୍ଲା ଏବଂ…