ରେଳ ବଜେଟରେ ଓଡ଼ିଶାକୁ ଅନୁଦାନ ନେଇ ରେଳ ମନ୍ତ୍ରୀଙ୍କ ସୂଚନା
ରେଳ ବଜେଟରେ ଓଡିଶାକୁ ମିଳିଲା ୧୦ହଜାର ୧୨ କୋଟି ଟଙ୍କା । ଏହି ସୂଚନା ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କହିଛନ୍ତି, ଚଳିତ ବର୍ଷଠାରୁ ରେଳ ପଥ ନିର୍ମାଣକୁ ବୃଦ୍ଧି କରାଯିବ । ଏହି ବର୍ଷ ୨୮୦ କିଲୋମିଟର ରେଳ ପଥ ନିର୍ମାଣ ହେବ । ଯାହା ରାଜ୍ୟ ସରକାର ମାଗିଥିଲେ, ତାହାଠୁ…