ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ି ଯିବେ ଚତୁର୍ଦ୍ଧାମୂରତି

ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ି ଯିବେ ମହାପ୍ରଭୁ । ତେବେ ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ଭୋର ୪ଟାରେ ମଙ୍ଗଳ ଆଳତୀ, ଭୋର ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି,‌ ରୋଷହୋମ, ୫ ଟାରେ ଅବକାଶ, ୫ଟା…

ଚାକିରି ଛାଡ଼ିଲେ ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ

ଭୁବନେଶ୍ବର: ଚାକିରି ଛାଡ଼ିଲେ ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ। ସୁରଙ୍କ ସାନ ପୁଅ ମନ୍ମଥ ରାଉତରାୟ ଏୟାର ଇଣ୍ଡିଆ କ୍ୟାପ୍‌ଟେନ ପଦବୀରୁ ଇସ୍ତଫା ଦେଇଛନ୍ତି। ଏଥର ନିର୍ବାଚନରେ ସେ ବିଧାୟକ ପ୍ରାର୍ଥୀ ହେବେ ବୋଲି ଚର୍ଚା ହେଉଛି  । ତେବେ ସେ ନେଇ ସ୍ପଷ୍ଟ ହୋଇନାହିଁ । ଚାକରି ଛାଡିଥିବା…

କେନ୍ଦ୍ରରୁ ଆସିଲା ଚିଠି : ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଅ

ଭୁବନେଶ୍ବର: ଶେଷରେ ସଚିବଙ୍କୁ ନେଇ କେନ୍ଦ୍ର ଲେଖିଛି ଚିଠି ।  ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ କେନ୍ଦ୍ର ସରକାର ଚିଠି ଲେଖିଛନ୍ତି। କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ଅନୁ ସଚିବ ରୂପେଶ କୁମାର ଏକ ଗୁୁରୁତ୍ବପୂର୍ଣ୍ଣ ଚିଠି ଲେଖିଛନ୍ତି। ଭୁବନେଶ୍ବର ସାଂସଦ…

୫ଟି ସଚିବଙ୍କ ଜିଲ୍ଲାଗସ୍ତ: କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ସଚିବଙ୍କୁ ଚିଠି ଲେଖିଲେ ବିଜୟ ପଟ୍ଟନାୟକ

ଭୁବନେଶ୍ବର: ୫ଟି ସଚିବ ଭି. କେ. ପାଣ୍ଡିଆନଙ୍କୁ ନେଇ ରାଜ୍ୟ ରାଜନୀତି ସରଗରମ । ଚା ଖଟିରୁ ବିଜେପି , କଂଗ୍ରେସ କାର୍ଯ୍ୟାଳୟ ପଡ଼ୁଛି ଉଠୁଛି । ବିଜେଡି ବିକାଶ କଥା କହୁଥିବା ବେଳେ କଂଗ୍ରେସ , ବିଜେପି ଏହା ନିୟମ ବାହାରେ ବୋଲି କହୁଛନ୍ତି । ଏହାରି ଭିତରେ ସଚିବଙ୍କ ନାଁରେ କେନ୍ଦ୍ର କାର୍ମିକ…

ଅପରାଜିତାଙ୍କୁ ବିଜେଡିର ପ୍ରଶ୍ନ

ଭୁବନେଶ୍ୱର: ସାଂସଦ ଅପରାଜିତାଙ୍କୁ ବିଜେଡିର ୫ ପ୍ରଶ୍ନ । ଇସ୍କନ ସର୍ଭିସ ରୋଡ୍ ଜାତୀୟ ରାଜପଥରେ ବର୍ଷା ଦିନେ ପାଣି ଜମୁଛି । ରୋଗୀ, ଛାତ୍ରଛାତ୍ରୀ ଜନସାଧାରଣ ଅସୁବିଧାରେ ପଡ଼ୁଛନ୍ତି । ଗତ ଚାରି ବର୍ଷ ଧରି ଏଠାରେ ବର୍ଷା ହେଲେ ଜଳ ନିଷ୍କାସନ ହୋଇ ପାରୁନି । ଜଳବନ୍ଦୀ ସ୍ଥିତି କେବେ…

କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦୁପତ୍ର ଉପରୁ ଜିଏସଟି ପ୍ରତ୍ୟାହାର ଦାବିରେ ପୁଣି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।କେନ୍ଦୁପତ୍ର ଉପରୁ ୧୮ପ୍ରତିଶତ ଜିଏସଟି ଆଦାୟ ହେଉଛି । ଏହା ସିଧାସଳଖ କେନ୍ଦୁପତ୍ର ତୋଳାଳି, କର୍ମଚାରୀ ଓ ବନ୍ଧାଳିଙ୍କ…

ଟମାଟୋ କେଜି ପିଛା ଦାମ ୧୦୦ ଟଙ୍କା

ସେଞ୍ଚୁରି ଛୁଇଁଛି ଟମାଟୋ। ଟମାଟୋ କେଜି ପିଛା ଦାମ ୧୦୦ ଟଙ୍କା ପାର କରିଛି। ପ୍ରତିବର୍ଷ ଏହି ସମୟରେ ଟମାଟୋ କେଜି ପିଛା ୩୦ରୁ ୪୦ ଟଙ୍କାରେ ବିକ୍ରି ହୋଇଥାଏ। କିନ୍ତୁ ଏବର୍ଷ ସ୍ଥିତି ବଦଳି ଯାଇଛି। ୧୦୦ ଟଙ୍କା ଉପରେ ଟମାଟୋ କିଲୋପତି ବିକ୍ରି ହେଉଛି। କଟକରେ ଟମାଟୋ କେଜି ପିଛା ଶହେରୁ ୧୨୦…

ପୁଣି ଭିଜିଲାନ୍ସ ଜାଲରେ ଦିଗପହଣ୍ଡି ରେଞ୍ଜର

ବ୍ରହ୍ମପୁର: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଦିଗପହଣ୍ଡି ରେଞ୍ଜରଙ୍କ ଗାଡ଼ିରୁ ମିଳିଲା ଲକ୍ଷେ ୫୮ ହଜାର ଟଙ୍କା ।  ଗତକାଲି ବିଳମ୍ବିତ ରାତିରେ ଦିଗପହଣ୍ଡିସ୍ଥିତ କାର୍ଯ୍ୟାଳୟରୁ ଘରକୁ ଫେରୁଥିବା ବେଳେ ଗଣିଆନାଳ ଛକରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଥିଲା । ଘରେ ଛାପା…

ଶ୍ରୀମନ୍ଦିରର ସିଂହଦ୍ବାର, ହେଉଛି ରୂପା ଛାଉଣୀ: ଆସନ୍ତାକାଲି ବାହୁଡା ଯାତ୍ରା

ପୁରୀ: ଆସନ୍ତାକାଲି ବାହୁଡା ଯାତ୍ରା ।  ସୁନ୍ଦର ହେଉଛି ଶ୍ରୀମନ୍ଦିରର ସିଂହଦ୍ବାର, ହେଉଛି ରୂପା ଛାଉଣୀ । ପୂର୍ବ ନିଷ୍ପତ୍ତି ଅନୁସାରେ ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ସମୟରେ ସିଂହଦ୍ବାର ରୂପା ଛାଉଣୀ କାର୍ଯ୍ୟ କରାଯାଉଛି । ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି ରୂପା ଛାଉଣୀ କାମ ।…

ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବିସ୍ତୃତି ବର୍ଷା ସମ୍ଭାବନା । ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଆଗାମୀ ୨୪ ଘଣ୍ଟା ପାଇଁ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ…