ଓସ୍ଡମା କୁ ସୁଭାଷ ଚନ୍ଦ୍ର ବୋଷ ବିପର୍ଯ୍ୟୟ ପରିଚାଳନା ପୁରସ୍କାର-୨୦୨୩ ପାଇଁ ଚୟନ କରାଯାଇଛି
ନୂଆଦିଲ୍ଲୀ : ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜୟନ୍ତୀ ଅବସରରେ ଆଜି କେନ୍ଦ୍ର ସରକାରଙ୍କ ଦ୍ବାରା ସୁଭାଷ ଚନ୍ଦ୍ର ବୋଷ ବିପର୍ଯ୍ୟୟ ପରିଚାଳନା ପୁରସ୍କାର-୨୦୨୩ ଘୋଷଣା କରାଯାଇଛି। ବିପର୍ଯ୍ୟୟ ପରିଚାଳନାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ସଂସ୍ଥାଗତ ବର୍ଗରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ…