ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏଁ ଚାଲିବ
ପୁରୀ: ଜନ୍ମବେଦୀରେ ସରିସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା । ଆଜି ନବମୀ ତିଥିରେ ଚତୁର୍ଦ୍ଧା ବିଗ୍ରହଙ୍କ ସନ୍ଧ୍ୟା ଦର୍ଶନ । ନବମୀ ସନ୍ଧ୍ୟା ଦର୍ଶନ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏଁ ଚାଲିବ । ତେବେ ଶ୍ରୀଗୁଣ୍ଡିଚା ମନ୍ଦିର ଭିତରେ ଥିବା ଭକ୍ତ ଅପରାହ୍ନ ୫ଟା ପରେ ବି ଦର୍ଶନର ସୁଯୋଗ ପାଇବେ…