ଦିଗପହଣ୍ଡିରେ ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା; ମୃତ୍ୟୁ ସଂଖ୍ୟା ୧୨
ଦିଗପହଣ୍ଡି: ଦିଗପହଣ୍ଡିରେ ଦୁଇଟି ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି । ଏଥିସହିତ ଦୁଇ ବସ୍ର ଅନେକ ଯାତ୍ରୀ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣ ଗୁରୁତର ଆହତ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସା ଲାଗି…