ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟିତ
ଭୁବନେଶ୍ବର: ଶିକ୍ଷା କ୍ଷେତ୍ରରେ ଆଗକୁ ବଢୁଛି ଓଡ଼ିଶା । ସାରା ଦେଶରେ ରୋଲ ମଡେଲ ସାଜିବ ଓଡ଼ିଶା ଆଦର୍ଶ ବିଦ୍ୟାଳୟ । ଗଢାହେବ ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀଙ୍କ ସୁନେଲି ଭବିଷ୍ୟତ । ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟନ କରିବା ଅବସରରେ…