ରାଜନୀତି କରୁଛନ୍ତି ଧର୍ମେନ୍ଦ୍ର’ : ବିଜେଡି
ଭୁବନେଶ୍ୱର : ରାଜ୍ୟରେ ସରକାରୀ ଅଧିକାରୀଙ୍କ ଉପରେ ଭିଜିଲାନ୍ସ ରେଡକୁ ନେଇ ବିଜେପିକୁ କଡା ଜବାବ ଦେଇଛି ବିଜେଡି । ଏହି ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଇଥିବା ମତକୁ ସମାଲୋଚନା କରିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର । ଧର୍ମେନ୍ଦ୍ର ବୟାନ ଆଶ୍ଚର୍ଯ୍ୟକର ବୋଲି…