ଆଜିଠୁ ଆଡ଼ପ ମଣ୍ଡପରେ ଦର୍ଶନ ଦେବେ ମହାପ୍ରଭୁ, ସଂଧ୍ୟାରେ ହେବ ବନକଲାଗି
ପୁରୀ: ଆଡପ ବିଜେ ପରେ ଏବେ ଜନ୍ମବେଦୀରେ ପୂଜା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଦର୍ଶନ ମିଳିବା ସହ ବାହାରିବ ଆଡ଼ପ ଅବଢା । ଭକ୍ତମାନେ ଆଡ଼ପ ଦର୍ଶନ ସହ ଆଡ଼ପ ଅବଢ଼ା ପାଇବାର ସୌଭାଗ୍ୟ ଅର୍ଜିବେ। ସେପଟେ ଆଜି ସଂଧ୍ୟା 7ଟାରେ ହେବ ବନକ ଲାଗି ନୀତି । ଆଜି…