ମହାନଦୀ ଟ୍ରିବ୍ୟୁନାଲର କାର୍ଯ୍ୟକାଳ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି
ନୂଆଦିଲ୍ଲୀ : ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ମହାନଦୀ ଜଳ ବିବାଦ ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲର କାର୍ଯ୍ୟକାଳକୁ ଆଜି କେନ୍ଦ୍ର ସରକାର ଏପ୍ରିଲ ୧୩, ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହା ପୂର୍ବରୁ ତିନି ମାସ ତଳେ ଟ୍ରିବ୍ୟୁନାଲଙ୍କ ଅବଧିକୁ କେନ୍ଦ୍ର ସରକାର ଏପ୍ରିଲ ୧୩, ୨୦୨୪ ପର୍ଯ୍ୟନ୍ତ…