ବର୍ଷା ପରେ ହ୍ରାସ ପାଇଛି ତାପମାତ୍ରା
ଭୁବନେଶ୍ବର: ଅସହ୍ୟ ତାତି ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ବସ୍ତି । କାଳବୈଶାଖୀ ବର୍ଷା ପରେ ପାଗରେ ପରିବର୍ତ୍ତନ ଆସିଛି । କିଛି ସ୍ଥାନରେ ବର୍ଷା ପରେ ସାମାନ୍ୟ ହ୍ରାସ ପାଇଛି ତାପମାତ୍ରା । ସେହିପରି ରାଜଧାନୀ ଭୁବନେଶ୍ବରରେ କୋହଲା ପାଗ ହୋଇଛି । ଆଗାମୀ ୩ ଘଣ୍ଟା ପାଇଁ ମୟୂରଭଞ୍ଜ, କେନ୍ଦୁଝର…