ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି
ପୁରୀ:ପାଖେଇ ଆସୁଛି ମହାପ୍ରଭୁଙ୍କ ରଥଯାତ୍ରା । ମହାପ୍ରଭୁ ଜ୍ବରରୁ ସୁସ୍ଥ ହେବା ପରେ  ଆଜି ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି ଥିଲା। ଏହି ଅବସରରେ ମହାପ୍ରଭୁଙ୍କୁ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି କରାଯାଇଛି । ଏଥିପାଇଁ ପାଟଡୋର, ଖଳି ପ୍ରସାଦ ଓ ଖଡି ପ୍ରସାଦ ଲାଗି ହୋଇଛି । ଅଣସର ଘରେ…