ଆସନ୍ତା ମାସରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ

ଦିଲ୍ଲୀ:୨୦୨୪ ଲୋକସଭା ନିର୍ବାଚନକୁ ଆଉ ମାତ୍ର ବର୍ଷେରୁ କମ ସମୟ ବାକି । ଏପରି ସମୟରେ ବିରୋଧୀ ଦଳମାନେ ଏକଜୁଟ୍ ହେଇ ବିଜେପିକୁ ହରାଇବାକୁ ଚେଷ୍ଟା କରୁଥିବାବେଳେ, ବିରୋଧୀ ଏକତା କଥା ଏବେ ସବୁଠି ଚର୍ଚ୍ଚା ସୃଷ୍ଟି କରିଛି । ତେବେ ଏହାରି ଭିତରୁ କିନ୍ତୁ, ବିଜେପି ନିଜର ପୁରୁଣା ସହଯୋଗୀ ଦଳକୁ…

ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଘେରିଲେ ଠିକା କର୍ମଚାରୀ

କଟକ:ହଟହଟା ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ। କଟକ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ହୋଇଥିବା ବୈଠକରେ ଯୋଗଦେଇ ବାହାରୁଥିବା ବେଳେ ଘେରିଥିଲେ ଠିକା କର୍ମଚାରୀ। ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ୧୫ରୁ ୨୦ ମିନିଟ୍‌ ଧରି ଠିକା କର୍ମଚାରୀମାନେ ଘେରି ରଖିଥିଲେ। ପରେ ସୁରକ୍ଷା କର୍ମୀମାନେ…

ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଶିବସେନା ଗୋଷ୍ଠୀଙ୍କ ମଧ୍ୟରେ ଅସନ୍ତୋଷ

ମୁମ୍ବାଇ: ମହାରାଷ୍ଟ୍ରରେ ଏନଡିଏ ସହ ମିଶି ସରକାର ଗଠନ କରିବା ପରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଶିବସେନା ଗୋଷ୍ଠୀଙ୍କ ମଧ୍ୟରେ ଅସନ୍ତୋଷ । ଆଗକୁ ସେମାନଙ୍କ ବିରୋଧରେ କୌଣସି ରାଜନୈତିକ ଷଡ଼ଯନ୍ତ୍ର ହୋଇପାରେ ଆଶଙ୍କା କଲେଣି । ବିଜେପି ସଂଖ୍ୟା ଗଣିତରେ ଏବେ ବହୁ ଆଗରେ ରହୁଥିବା ବେଳେ…

ଭିଜିଲାନ୍ସ ଜାଲରେ ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ସବ୍ ଇନ୍ସପେକ୍ଟର

ଯାଜପୁର: ପୁଣି ଭିଜିଲାନ୍ସ ଜାଲରେ ପୋଲିସ ବାବୁ । ମାମଲା ରଫାଦଫା କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଜ ନେଉଥିବା ବେଳେ ଯାଜପୁର ଜିଲ୍ଲା ସୁକିନ୍ଦା ଥାନାର ସବ୍ ଇନ୍ସପେକ୍ଟର ନିର୍ମଳ କୁମାର ସେନାପତିଙ୍କୁ ମାଡ଼ି ବସିଲା ଭିଜିଲାନ୍ସ । ସେ ନେଇଥିବା ୧୦ ଜହାର ଟଙ୍କା ଜବତ କରିବା ସହ ସବ୍…

ରାଜ୍ୟ ବିକାଶରେ ଯୁବକଙ୍କ ଅବଦାନ ଗୁରୁତ୍ୱପୂର୍ଣ୍ଣ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଯୁବ ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀରେ ଯୋଗ ଦେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  କହିଛନ୍ତି ଯେ ସମ୍ପ୍ରଦାୟ, ଦେଶ ଏବଂ ରାଜ୍ୟର ଭାଗ୍ୟ ଗଠନରେ ଯୁବକମାନେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରୁଛନ୍ତି । ଆମ ରାଜ୍ୟର ଭାଗ୍ୟକୁ ବଦଳାଇବାରେ ବିଜୁ ବାବୁ ସର୍ବଦା…

ଅଗ୍ନିସୁରକ୍ଷା ପାଇଁ ୪୫ଟି ପଦବୀ ମଂଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: କଟକ, ବ୍ରହ୍ମପୁର ଓ ବୁର୍ଲା ମେଡିକାଲ କଲେଜରେ ଅଗ୍ନିସୁରକ୍ଷା ପାଇଁ ୪୫ଟି ପଦବୀ ମଂଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍.କେ.ସି.ଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭି.ଏସ୍.ଏସ୍…

’ଆମ ପୋଖରୀ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ’ଆମ ପୋଖରୀ’ ସହରାଞ୍ଚଳ ଜଳାଶୟ ନବୀକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର, କଟକ, ବ୍ରହ୍ମପୁର ମହାନଗର ନିଗମକୁ ପ୍ରଶଂସାପତ୍ର ପ୍ରଦାନ । ଜଳାଶୟ ନବୀକରଣରେ ଉତ୍ତମ ପଦକ୍ଷେପ ପାଇଁ ପ୍ରଶଂସାପତ୍ର । ଜଳାଶୟ ପୁନରୁଦ୍ଧାରରେ ସାମିଲ ମହିଳା…

ପ୍ରକାଶ ପାଇଲା +୨ ପ୍ରଥମ କଟଅଫ୍ ମାର୍କ

ଭୁବନେଶ୍ୱର: ପ୍ରକାଶ ପାଇଲା +୨ ପ୍ରଥମ କଟଅଫ୍ ମାର୍କ। କଳା, ବାଣିଜ୍ୟ ଓ ବିଜ୍ଞାନରେ ରେଭେନ୍ସା ଆଗରେ । କଳାରେ ୮୦ ପ୍ରତିଶତ, ବିଜ୍ଞାନରେ ୯୧.୬୭, ବାଣିଜ୍ୟରେ ୭୯.୨୦ ପ୍ରତିଶତ କଟଅଫ୍‌ । ବିଜେବି କଲେଜରେ ବିଜ୍ଞାନରେ ୮୯ ପ୍ରତିଶତ, ବାଣିଜ୍ୟରେ ୭୩ ପ୍ରତିଶତ, ବାଲେଶ୍ବର ଏଫଏମ କଲେଜରେ…

ଡିଏନ୍ ଗ୍ରୁପ ଉପରେ ଚଢ଼ଉ ଜାରି

ଭୁବନେଶ୍ବର:  ବ୍ୟବସାୟିକ ପ୍ରତିଷ୍ଠାନ ଡିଏନ୍ ଗ୍ରୁପ ଉପରେ  ଆୟକର ବିଭାଗର ଚଢ଼ଉ ଜାରି ରହିଛି ।  ଆୟକର ବିଭାଗ ଟଙ୍କା ସହ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ମଧ୍ୟ ନେଇଛି ଆୟକର ବିଭାଗ। ପାଖାପାଖି ୧୦୦ କୋଟି ଟଙ୍କାର ମନି ରିସିପ୍‌ ମଧ୍ୟ ଇନକମ୍ ଟ୍ୟାକ୍ସ ଅଧିକାରୀ ସାଙ୍ଗରେ ନେଇ ଯାଇଛନ୍ତି।…