୧୯ରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ
ପୁରୀ: ୧୯ ତାରିଖରେ ଶ୍ରୀଜିଉଙ୍କର ମାତ୍ର ୩ ଘଣ୍ଟା ନବ ଯୌବନ ଦର୍ଶନ ହେବ ବୋଲି ଜଣାପଡିଛି। ନବଯୌବନ ଦର୍ଶନର ପରଦିନ ଶ୍ରୀଜିଉ ରଥାରୁଢ ହେବେ। ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ୨୦ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ସେଥିନେଇ ଶ୍ରୀମନ୍ଦିର ପ୍ରଶାସନ ଓ ପୁଲିସ ପ୍ରଶାସନ…