ରଜ ପରେ ଓଡ଼ିଶା ଛୁଇଁବ ମୌସୁମୀ
ଏଥର ସାମାନ୍ୟ ବିଳମ୍ଭରେ ଆସିବ ମୈାସୁମି । ଆସନ୍ତା ୧୮ ରୁ ୨୧ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ । ମୌସୁମୀ ଅଗ୍ରସର ନେଇ ଅନୁକୂଳ ହୋଇଛି ପାଗ । ଭୀଷଣ ବାତ୍ୟା ବିପର୍ଯ୍ୟୟ ଲ୍ୟାଣ୍ଡଫଲ ପରେ ଏନେଇ ମିଳିବ ସ୍ପଷ୍ଟ ସୂଚନା । ଓଡ଼ିଶାକୁ ପ୍ରବେଶ କରିବ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ । ପ୍ରଭାବରେ…