ଆଗାମୀ ୨ ଦିନ ଯାଏଁ ଉପକୂଳରେ ଗୁଳୁଗୁଳି ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଜାରି

ଭୁବନେଶ୍ବର: ରାଜ୍ୟରେ ଅଗ୍ନିବର୍ଷା । ଉପାନ୍ତରୁ ଉପକୂଳ ସବୁଠି ସ୍ଥିତି ସାଙ୍ଘାତିକ । ତତଲା ତାଓ୍ବାରେ ଭାଜି ହେଉଛି ପଶ୍ଚିମ ଓଡ଼ିଶା । ଆସନ୍ତା ୧୪ ତାରିଖ ଯାଏଁ ଜାରି ହୋଇଛି ସିଭିୟର ହିଟଓ୍ବେଭ୍ ଆଲର୍ଟ । ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ ।…

ଭଦ୍ରକ ଜିଲ୍ଲା ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ

ଭଦ୍ରକ: କେନ୍ଦୁଝର ଜିଲ୍ଲା ପରେ ଦୁଇ ଦିନିଆ ଭଦ୍ରକ ଜିଲ୍ଲା ଗସ୍ତରେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ । ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରୁଛନ୍ତି ଫାଇଭ-ଟି ସଚିବ । ପ୍ରଥମେ ନେହେରୁ ଷ୍ଟାଡିୟମରେ ପହଞ୍ଚି ଖେଳାଳିଙ୍କ ସହ ଆଲୋଚନା ପରେ ଲୋକଙ୍କ ସହିତ ସମସ୍ୟା…

୨୦୯ରନରେ ଭାରତକୁ ହରାଇ ଅଷ୍ଟ୍ରେଲିଆ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ବିଜେତା

ଲଣ୍ଡନ: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଫାଇନାଲ୍ ହାରିଛି ଭାରତ । ଭାରତକୁ ୨୦୯ରନରେ ହରାଇଛି ପାଟ କମିନ୍ସଙ୍କ ନେତୃତ୍ୱାଧୀନ କଙ୍ଗାରୁ ଦଳ ।  ୪୪୪ ରନର ଟାର୍ଗେଟକୁ ପିଛା କରି ଭାରତୀୟ ଦଳ ଶେଷ ଦିନର ପ୍ରଥମ ସେଶନରେ ୨୩୪ ରନରେ ଅଲଆଉଟ୍ ହୋଇଯାଇଛି । ଦ୍ୱିତୀୟ ଇନିଂସରେ ଭାରତର କୌଣସି ବି ବ୍ୟାଟର…

ମହିଳା ହକି ଜୁନିୟର ଏସିଆ କପ୍ ଜିତିଲା ଭାରତ

ଟୋକିଓ: ଭାରତୀୟ ହକି ଦଳ ଜୁନିୟର ଏସିଆ କପ୍ ଫାଇନାଲରେ ଦକ୍ଷିଣ କୋରିଆକୁ ପରାଜିତ କରି ଇତିହାସ ରଚିଛି । ଫାଇନାଲ୍ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ କୋରିଆକୁ ୨-୧ ଗୋଲରେ ପରାସ୍ତ କରି ପ୍ରଥମଥର ପାଇଁ ଏସିଆ କପ୍ ଜିତିଛି । ସେହିପରି ଏହା ପୂର୍ବରୁ ସେମିଫାଇନାଲରେ ବିଜୟ ସହ ଭାରତୀୟ ଦଳ ଜୁନିୟର…

ଫ୍ରେଞ୍ଚ୍ ଓପନ ଟାଇଟଲ ଜିତିଲେ ଜୋକୋଭିକ

ପ୍ୟାରିସ: ସର୍ବିଆର ଟେନିସ ଷ୍ଟାର ନୋଭାକ ଜୋକୋଭିକ ତୃତୀୟଥର ପାଇଁ ଫ୍ରେଞ୍ଚ ଓପନ ଟାଇଟଲ ଜିତିଛନ୍ତି । ୩୬ ବର୍ଷୀୟ ଜୋକୋଭିକ ନରୱେର ଟେନିସ ତାରକା କ୍ୟାପ୍ସର ରୁଡଙ୍କୁ ପୁରୁଷ ଏକକ ଫାଇନାଲରେ ୭-୬, ୬-୩, ୭-୫ ବ୍ୟବଧାନରେ ପରାଜିତ କରିଛନ୍ତି । ସେ ସପ୍ତମ ଥର ପାଇନାଲ ମୁକାବିଲା ଖେଳୁଥିଲେ ।…

ବିଦ୍ୟୁତ୍‌ କାଟ ସମସ୍ୟା ପାଇଁ ଦାୟୀ କିଏ? ମୁଖ୍ୟ ଶାସନ ସଚିବ ନେବେ ବୈଠକ

ଭୁବନେଶ୍ବର:  ଦିନ ରାତି  ଅସହ୍ୟ ହେଉଛି ଗରମ । ଏହାରି ଭିତରେ ବିଦ୍ୟୁତ୍ କାଟ୍ ସମସ୍ୟାକୁ ନେଇ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଉଛି । ଏହାକୁ ଗମ୍ଭୀରତାର ସହ ନେଇଛନ୍ତି ରାଜ୍ୟ ସରକାର । ଟାଟା ପାଓ୍ବାର ସହ ମୁଖ୍ୟ ଶାସନ ସଚିବ ବୈଠକ ନେବେ । ବ୍ୟାକଅପ୍ ପ୍ଲାନ୍ ସହ ବିପର୍ଯ୍ୟୟ ପରେ ବିଦ୍ୟୁତ୍…

ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ଆତ୍ମାର ଶାନ୍ତି ପାଇଁ ସାମୂହିକ ମୁଣ୍ଡନ କାର୍ଯ୍ୟକ୍ରମ

ସୋର: ବାହାନଗାରେ ମୃତକଙ୍କ ଆତ୍ମାର ସଦଗତି ପାଇଁ ବାହାନଗାରେ ଆୟୋଜିତ ହୋଇଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ । ଗୋସାଇଁ ପୋଖରୀରେ ସାମୂହିକ ମୁଣ୍ଡନ କରି ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଲୋକେ । କାର୍ଯ୍ୟକ୍ରମରେ ବାହାନଗା, ସୋର ଓ ବାଲେଶ୍ୱର ସାମାଜିକ ସଂଗଠନର କର୍ମକର୍ତ୍ତା, ସ୍ବେଚ୍ଛାକୃତ…

ମଙ୍ଗୋଲିଆ ବିପକ୍ଷରେ ଭାରତ ୨-୦ ଗୋଲରେ ବିଜୟୀ

ଭୁବନେଶ୍ୱର: ଉଦଘାଟନୀ ମ୍ୟାଚରେ ଭାରତର ଦମଦାର ବିଜୟ । ମଙ୍ଗୋଲିଆ ବିପକ୍ଷରେ ଭାରତ ୨-୦ ଗୋଲରେ ବିଜୟୀ । ମ୍ୟାଚର ୧ ମିନିଟ ୧୫ ସେକେଣ୍ଡରେ ଭାରତ ପ୍ରଥମ ଗୋଲ ଦେଇଥିଲା । ୧୩ ମିନିଟ ୫୪ ସେକେଣ୍ଡରେ ଭାରତ ଦ୍ଵିତୀୟ ଗୋଲ ସ୍କୋର କରିଥିଲା । ମ୍ୟାଚର ଆରମ୍ଭରୁ ହିଁ ଭାରତୀୟ ଦଳ ମଙ୍ଗୋଲିଆ…

ଆଜି ଷଷ୍ଠୀରେ ମହାପ୍ରଭୁଙ୍କ ଲାଗି ହେବ ଓଷ

ପୁରୀ: ସ୍ନାନପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବାପରେ ଜ୍ବରରେ ପଡ଼ିଛନ୍ତି ଶ୍ରୀଜିଉ । ଅଣସର ଘରେ ଚାଲିଛି ଗୁପ୍ତସେବା । ମହାପ୍ରଭୁଙ୍କ ସେବାରେ ଲାଗିପଡ଼ିଛନ୍ତି ଦଇତାପତି ସେବାୟତ । ମହାପ୍ରଭୁଙ୍କ ସୁସ୍ଥତା ପାଇଁ ଶ୍ରୀଅଙ୍ଗରେ ଲାଗି ହୋଇଛି ଫୁଲୁରୀ ତେଲ । ପୂର୍ବ ପରମ୍ପରା ଅନୁଯାୟୀ…

ଗତକାଲି ୪୫ ଡିଗ୍ରୀ ଉପରେ ରହିଥିଲା ରାଜ୍ୟର ୨ଟି ସହର

ଭୁବନେଶ୍ୱର: ଜଳୁଛି ପଶ୍ଚିମ ଓଡ଼ିଶା । ଚଳିତବର୍ଷ ପ୍ରଥମଥର ପାଇଁ ୪୫ ଡିଗ୍ରୀ ଡେଇଁଛି ତାପମାତ୍ରା । ଗତକାଲି ୪୫ ଡିଗ୍ରୀ ଉପରେ ରହିଥିଲା ରାଜ୍ୟର ୨ଟି ସହରର ତାପମାତ୍ରା । ଝାରସୁଗୁଡ଼ାରେ ସର୍ବାଧିକ ୪୫.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ସମ୍ବଲପୁରରେ ୪୫.୨ ଡିଗ୍ରୀ ତାତି ରେକର୍ଡ…