ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ
ଭୁବନେଶ୍ବର: ଗତକାଲି ଭଳି ଆଜି ବି ରହିବ କାଳବୈଶାଖୀ ପ୍ରଭାବ । ୧୪ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣଂ ଦେଇଛି ପାଣିପାଗ କେନ୍ଦ୍ର । ଗତକାଲି ରାଜଧାନୀ ସହ ବିଭିନ୍ନ ସ୍ଥାନରେ ତାଣ୍ଡବ ରଚିଲା କାଳବୈଶାଖୀ । ଅଚାନକ ମାଡ଼ି ଆସିଲା କଳାହାଣ୍ଡିଆ ମେଘ । ଧୂଳି ଝଡ଼ ସାଙ୍ଗକୁ…