ରାଷ୍ଟ୍ରପତିଙ୍କୁ ସୁରିନାମର ସର୍ବୋଚ୍ଚ ନାଗରିକ ସମ୍ମାନ
ନୂଆଦିଲ୍ଲୀ: ସୁରିନାମର ସର୍ବୋଚ୍ଚ ନାଗରିକ ସମ୍ମାନ- ‘ଗ୍ରାଣ୍ଡ ଅର୍ଡର ଅଫ୍ ଦ ଚେନ୍ ଅଫ୍ ଦ ୟେଲୋ ଷ୍ଟାର’ ପାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ଖୁସି ପ୍ରକଟ କରିଛନ୍ତି ରାଷ୍ଟ୍ରପତି ।
https://twitter.com/rashtrapatibhvn/status/1665806173197729792?s=20…