ଗଜବେଶରେ ଦର୍ଶନ ଦେଲେ ମହାପ୍ରଭୁ
ପୁରୀ : ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ରତ୍ନବେଦିରୁ ସ୍ନାନବେଦିକୁ ଆସି ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ବଡ଼ଠାକୁର ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରା ଗଜବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଶୁଭ୍ର ରଙ୍ଗର ଗଜବେଶରେ…