ବାଲେଶ୍ୱର ଆସି ଟ୍ରେନ ଦୁର୍ଘଟଣା ସ୍ଥଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଭୁବନେଶ୍ୱର: ଓଡ଼ିଶାର ବାହାନଗାରେ ଘଟିଥିବା ଭୟଙ୍କର ରେଳ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୮୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆହତଙ୍କ ସଂଖ୍ୟା ୧୦୦୦ରେ ପହଞ୍ଚି ଯାଇଛି । ଏବେ ବି ସେଠାରେ ଏନଡିଆରଏଫ ଟିମର ସଦସ୍ୟମାନେ ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ବେଳେ ଆହୁରି ୩ ଘଣ୍ଟା ଏହି କାର୍ଯ୍ୟ…