ନିଶା ବିକ୍ରି କଲେ ୬ ମାସ ପାଇଁ ହେବେ ତଡ଼ିପାର

ଭୁବନେଶ୍ବର: ଭୁବନେଶ୍ୱରରେ ହ୍ୱାଇଟ ସ୍ପାଇଡର ଅପରେସନକୁ ବ୍ୟାପକ କରିଛି କମିଶନରେଟ ପୁଲିସ । ବ୍ରାଉନସୁଗାର ଓ ଗଞ୍ଜେଇ କାରବାର ଉପରେ ନଜର ରଖିଛି ଟିମ୍ ।ରାଜଧାନୀରେ ଦିନକୁ ଦିନ ବଢ଼ି ଚାଲିଛି ନିଶା ବେପାରୀଙ୍କ ସଂଖ୍ୟା । କିନ୍ତୁ ଏଣିକି ଆଉ ରାଜଧାନୀରେ ରହିପାରିବେନି ନିଶା ବେପାରୀ…

୩ ଦିନ ମଧ୍ୟରେ ମୌସୁମୀ କେରଳ ଛୁଇଁବା

୫ ତାରିଖ ରେ କେରଳ ଛୁଇଁବ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଭାରତ ଉପଦ୍ୱୀପ ଆଡକୁ ଅଗ୍ରସର ହେଉଛି । ଏବେ ମୌସୁମୀ ଦକ୍ଷିଣ ଆରବ ସାଗରର କିଛି ଅଞ୍ଚଳ, ମାଳଦ୍ୱୀପ-କୋମାରିନର କିଛି ଅଂଶ, ଦକ୍ଷିଣ ତଥା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରର ଆହୁରି ଅନେକ ଅଞ୍ଚଳକୁ ଅଗ୍ରସର ହେଉଛି । ତେଣୁ…

ପୁରୀରେ 5T ସଚିବ ଭିକେ ପାଣ୍ଡିଆନ

ପୁରୀ: ଆଗାମୀ ୪ ତାରିଖରେ ସ୍ନାନ ପୂର୍ଣ୍ଣିମା ହୋଇଥିବାରୁ ଏହା ପୂର୍ବରୁ ଶ୍ରୀମନ୍ଦିର ସମ୍ମୁଖ ପ୍ରକଳ୍ପ କାମ ଶେଷ କରିବା ନେଇ ଦିଆଯାଇଥିବା ଟାର୍ଗେଟ୍ ସମ୍ପର୍କରେ ପଚାରି ବୁଝିଛନ୍ତି 5T ସଚିବ ଭିକେ ପାଣ୍ଡିଆନ । ପ୍ରତି ସପ୍ତାହରେ 5T ସଚିବ ଭିକେ ପାଣ୍ଡିଆନ ପୁରୀ ଯାଇ କାମର ଅଗ୍ରଗତି ନେଇ…

ଷ୍ଟାଲିନଙ୍କୁ ଭେଟିଲେ କେଜ୍ରିଓ୍ବାଲ

ଚେନ୍ନାଇ:  ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନଙ୍କୁ ଭେଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ। ଦିଲ୍ଲୀରେ କେନ୍ଦ୍ରର ଅଧ୍ୟାଦେଶକୁ ରାଜ୍ୟସଭାରେ ବିରୋଧ ପାଇଁ କେଜ୍ରିଓ୍ବାଲ ମାଗିଥିବା ସମର୍ଥନକୁ ଗ୍ରୀନ ସିଗନାଲ ଦେଇଛନ୍ତି ଷ୍ଟାଲିନ । ଏହି ସାକ୍ଷାତ କାର୍ଯ୍ୟକ୍ରମରେ…

୧୧ଟାରେ ପ୍ରକାଶ ପାଇବ OJEE ରେଜଲ୍ଟ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ। ଦିନ ୧୧ଟାରେ ବିଭାଗୀୟ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ପ୍ରକାଶ କରିବେ। ଏହାପରେ ଛାତ୍ରଛାତ୍ରୀ ୱେବସାଇଟରୁ ନିଜ ରେଜଲ୍ଟ ପାଇପାରିବେ। www.ojee.nic.inରେ ରେଜଲ୍ଟ ଉପଲବ୍ଧ ହେବ। ଚଳିତବର୍ଷ ୫୫ହଜାର ୯୭୯ ଜଣ ପରୀକ୍ଷାର୍ଥୀ…

ଡ. ମୃତ୍ୟୁଞ୍ଜୟ ମହାପାତ୍ର ବିଶ୍ବ ପାଣିପାଗ ସଂସ୍ଥାର ତୃତୀୟ ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି

ନୂଆଦିଲ୍ଲୀ :  ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ବିଶ୍ବ ପାଣିପାଗ ସଂସ୍ଥାର ତୃତୀୟ ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ସଂସ୍ଥାରେ ଖାଲି ପଡ଼ିଥିବା ଏହି ପଦବି ପାଇଁ ଆଜି ଜେନେଭାରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ସମୁଦାୟ ୧୪୮ରୁ ଡ. ମହାପାତ୍ରଙ୍କୁ…

ଯୁକ୍ତ ୩ରେ ବଢ଼ିଲା ୧୨ ହଜାର ସିଟ୍‌

ଭୁବନେଶ୍ବର :  ଯୁକ୍ତ ୩ କଲେଜ ତଥା ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସଜବାଜ ଆରମ୍ଭ ହୋଇଛି। ଛାତ୍ରଛାତ୍ରୀଙ୍କ ସ୍ବାର୍ଥକୁ ନଜରରେ ରଖି ଗତବର୍ଷ ତୁଳନାରେ ଏଥରକ ୧୨ ହଜାର ସିଟ୍‌ ବୃଦ୍ଧି କରାଯାଇଛି। ୨୦୨୨-୨୩ ଶିକ୍ଷାବର୍ଷରେ ୧୦୨୩ ଯୁକ୍ତ୩ କଲେଜର ୨ ଲକ୍ଷ ୫୫…

ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ ସ୍ଥାନରେ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳ୍ପ ବିଭାଗର ସମୀକ୍ଷା କରିବା ପରେ ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ ସ୍ଥାନରେ ରହିଥିବା ସୂଚନା ଦେଇଛନ୍ତି ରାଜ୍ୟ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳ୍ପ ବିଭାଗର ସମୀକ୍ଷା କରିବା ପରେ ମନ୍ତ୍ରୀ ‌ଶ୍ରୀ ଦେବ…

ସମୁଦ୍ରରେ ଗାଧୋଇବା ବେଳେ ନିଖୋଜ ଯୁକ୍ତ ୨ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଛତ୍ରପୁର: ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲି ଗ୍ରାମ ନିକଟ ସମୁଦ୍ରରେ ଗାଧୋଇବା ବେଳେ ସକାଳ ୬ଟାରେ ବୁଡ଼ିଯିବା ଘଟଣାରେ ନିଖୋଜ ଛାତ୍ରୀଙ୍କ ମୃତଦେହ ସନ୍ଧ୍ୟାରେ ଉଦ୍ଧାର ହୋଇଛି। ମୃତ ଛାତ୍ରୀ ହେଲେ ପ୍ରଜ୍ଞାରାଣୀ ତ୍ରିପାଠୀ। ଦୀର୍ଘ ସମୟ ଧରି…

ଅଗ୍ନି-୧ର ସଫଳ ପରୀକ୍ଷଣ

ବାଲେଶ୍ବର: ଚାନ୍ଦିପୁର ଡିଆର୍‌ଡିଓର ଧାମରା ସ୍ଥିତ ଏପିଜେ ଅବଦୁଲ କଲାମ ଦ୍ବୀପ(୪ନମ୍ବର ଲଞ୍ଚପ୍ୟାଡ୍‌)ରୁ ଆଜି ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ ମିସାଇଲ ଅଗ୍ନି-୧ର ସଫଳ ପରୀକ୍ଷଣ କରାଯାଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍ ଫୋର୍ସ କମାଣ୍ଡ ଦ୍ୱାରା କରାଯାଇଥିଲା। ଭୂପୃଷ୍ଠରୁ ଭୂପୃଷ୍ଠ ନିକ୍ଷେପ…